ସ୍ମାର୍ଟସିଟିର ଘୋଡ଼ା: ଆନ୍ଦୋଳନ କରିବ କଂଗ୍ରେସ, ବିଜେପି ବି ମିଳାଇଲା ସ୍ୱର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ମାର୍ଟସିଟି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ପ୍ରତିମୂର୍ତ୍ତିକୁ ହଟାଇବା ପାଇଁ ଚାଲିଥିବା ଉଦ୍ୟମକୁ ଆଜି ଉଭୟ ବିଜେପି ଓ କଂଗ୍ରେସ ଜୋରଦାର ବିରୋଧ କରିଛନ୍ତି। ଉଭୟ ଦଳ ଏହି ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହ ଜନ ଆନ୍ଦୋଳନ କରାଯିବ ବୋଲି ଧମକ ଦେଇଛନ୍ତି। କଂଗ୍ରେସ ଆସନ୍ତାକାଲି ବିକ୍ଷୋଭ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ବିଜେପି ମଧ୍ୟ ଆନ୍ଦୋଳନ କରିବ ବୋଲି କହିଛି। କଂଗ୍ରେସର […]

horse

horse

Ordigital Desk
  • Published: Thursday, 17 June 2021
  • Updated: 18 June 2021, 01:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ମାର୍ଟସିଟି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ପ୍ରତିମୂର୍ତ୍ତିକୁ ହଟାଇବା ପାଇଁ ଚାଲିଥିବା ଉଦ୍ୟମକୁ ଆଜି ଉଭୟ ବିଜେପି ଓ କଂଗ୍ରେସ ଜୋରଦାର ବିରୋଧ କରିଛନ୍ତି। ଉଭୟ ଦଳ ଏହି ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହ ଜନ ଆନ୍ଦୋଳନ କରାଯିବ ବୋଲି ଧମକ ଦେଇଛନ୍ତି। କଂଗ୍ରେସ ଆସନ୍ତାକାଲି ବିକ୍ଷୋଭ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ବିଜେପି ମଧ୍ୟ ଆନ୍ଦୋଳନ କରିବ ବୋଲି କହିଛି।

କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସ୍ମାର୍ଟସିଟି ଯୋଜନାର କାର୍ଯ୍ୟକାରିତା ପାଇଁ ମାଷ୍ଟରକ୍ୟାଂଟିନ ଛକରୁ ଯୋଦ୍ଧା ଘୋଡ଼ା ପ୍ରତିମୂର୍ତ୍ତିକୁ ରାଜଭବନ ଛକକୁ ଉଠାଇ ନେବା ପାଇଁ ବିଡ଼ିଏ ପକ୍ଷରୁ ଯେଉଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ତାହା କଦାପି କରାଇ ଦିଆଯିବ ନାହିଁ। ଏଠାରେ ଥିବା ଯୋଦ୍ଧା ଘୋଡ଼ା ଓଡ଼ିଶାର ସ୍ୱର୍ଣ୍ଣିମ ଇତିହାସ, ବୀରପୁରୁଷ ଓ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ବୀରତ୍ୱର ଗାଥାର ଏକ ପ୍ରଦର୍ଶନ। ସଚିବାଳୟ ଓ ଭୁବନେଶ୍ୱର ରେଲୱେ ସମ୍ମୁଖରେ ଏହା ଅବସ୍ଥିତ।

ଏହି ପ୍ରତିମୂର୍ତ୍ତିକୁ ସ୍ଥପତି ରଘୁନାଥ ମହାପାତ୍ର ନିର୍ମାଣ କରିଥିବାବେଳେ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ, ନନ୍ଦିନୀ ଶତପଥି, ସତ୍ୟପ୍ରୀୟ ମହାନ୍ତି, ନୀଳମଣି ରାଉତରାୟ ଓ ଚିନ୍ତାମଣି ପାଣିଗ୍ରାହୀଙ୍କ କ୍ରମାଗତ ଉଦ୍ୟମରେ ଏହି ଛକର ଶୋଭାବର୍ଦ୍ଧନ ହୋଇଛି। ତେଣୁ ଏହି ପ୍ରତିମୂର୍ତ୍ତିକୁ ହଟାନଯାଇ ସ୍ମାର୍ଟସିଟି ଯୋଜନା କାର୍ଯ୍ୟକାରୀ କରାଯାଉ।

ସରକାରଙ୍କ ଏଭଳି ମାନସିକତାକୁ ବିରୋଧ କରି ଆସନ୍ତା କାଲି ସକାଳ ୮ଟାରେ ଭୁବନେଶ୍ୱର ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଯଦି ସେଥିରେ ସରକାର ନଚେତିବେ ତା’ହେଲେ ଜନ ଆନ୍ଦୋଳନ କରାଯିବ ବୋଲି ଶ୍ରୀ ରାଉତରାୟ ଚେତାବନୀ ଦେଇଛନ୍ତି। ଆଜି ସେହି ଯୋଦ୍ଧା ଘୋଡ଼ା ପ୍ରତିମୂର୍ତ୍ତି ପାଖରେ ଶ୍ରୀ ରାଉତରାୟଙ୍କ ନେତୃତ୍ୱରେ କିଛି ସମୟ ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରକାଶ ମିଶ୍ର, ଲିଙ୍ଗରାଜ ସାହୁ, ଦୀପକ କୁମାର ମହାପାତ୍ର, ସଂକୁନା କହଁର, ଜୟକୃଷ୍ଣ ମଲ୍ଲିଆ, କୁନା ମୁଦୁଲି, ବିକ୍ରମ ସୁନ୍ଦରରାୟ, ବୁନା ମହାନ୍ତି ପ୍ରମୁଖ ସାମିଲ ହୋଇଥିଲେ।

ସେହିପରି ଭୁବନେଶ୍ୱର ଜିଲ୍ଲା ବିଜେପି ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ମଧ୍ୟ ବିଜେପି କର୍ମକର୍ତ୍ତାମାନେ ସେହି ଯେଦ୍ଧା ଘୋଡ଼ା ପ୍ରତିମୂର୍ତ୍ତି ପାଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଶ୍ରୀ ସିଂ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସ୍ଥପତି ପଦ୍ନବିଭୁଷଣ ସ୍ୱର୍ଗତଃ ରଘୁନାଥ ମହାପାତ୍ରଙ୍କ ଦ୍ୱାରା ଐତିହ୍ୟ କୋଣାର୍କ ମନ୍ଦିରର ଅବିକଳ ଢାଂଚାରେ ନିର୍ମିତ ତଥା ଓଡିଶା ଶାସନର ପ୍ରତୀକ ରାଜଧାନୀର ପରିଚୟ ମାଷ୍ଟରକ୍ୟାଂଟିନ ଛକସ୍ଥିତ ଘୋଡାକୁ ଅନ୍ୟତ୍ର ସ୍ଥାନାନ୍ତର କରିବାର ରାଜ୍ୟ ସରକାରଙ୍କ କୁଚକ୍ରାନ୍ତକୁ ବିଜେପି ଦୃଢ଼ ନିନ୍ଦା କରୁଛି।

ରାଜଧାନୀର ପ୍ରମୁଖ ସ୍ଥାନ ଓ ଛକମାନଙ୍କରେ ବହୁ ସ୍ଥପତି, ହସ୍ତକଳା ଆଦି ଶୋଭା ପାଇବା ସହ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ସୈାନ୍ଦର୍ଯୀକରଣ ନାଁରେ ରାଜଧାନୀର ଐତିହ୍ୟ, ସଂସ୍କୃତି ଏବଂ ପରଂପରାକୁ ଆଦୈା କ୍ଷୁର୍ଣ୍ଣ କରିବାକୁ ଦିଆଯିବ ନାହିଁ। ଦୀର୍ଘ ବର୍ଷ ଧରି ରାଜଧାନୀର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଂଟିନ ଛକରେ ଶୋଭା ପାଇବା ସହ ସୈାନ୍ଦର୍ଯ୍ୟ ସୃଷ୍ଟି କରୁଥିବା ଘୋଡା ଓ ଯୋଦ୍ଧାଙ୍କ ସ୍ଥପତିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାର ଅପଚେଷ୍ଟାକୁ ଆଦୌ ଗ୍ରହଣୀୟ ନୁହେଁ।

ପ୍ରଶାସନ ଜୋର ଜବରଦସ୍ତ ଏହି ସ୍ଥପତି କଳାକୁ ସ୍ଥାନାନ୍ତରଣ କଲେ, ଏହାକୁ ବିରୋଧ କରାଯିବା ସହ ଆନ୍ଦୋଳନ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ଆଜି ଶ୍ରୀ ସିଂଙ୍କ ନେତୃତ୍ୱରେ ଦଳର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ଜିଲ୍ଲା ସାଧାରଣ ସଂପାଦକ ଅଭିଷେକ ଆଚାର୍ଯ୍ୟ, ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ରଶ୍ମୀରଂଜନ ମହାପାତ୍ର, ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନଙ୍କ ସମେତ ପ୍ରମୁଖ କର୍ମକର୍ତ୍ତା ସେଠାରେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story