ଆଉ ୪ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):କଂଗ୍ରେସ ପୁଣି ୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବଡ଼ସାହି ପାଇଁ ଦେବଯାନୀ ବେହେରା, ସୋରରୁ ସୁରେନ୍ଦ୍ର ପରମାଣିକ, ସିମୁଳିଆରୁ ଅନନ୍ତ ସେଠୀ ଓ ଚାନ୍ଦବାଲିରୁ ଦିଗମ୍ବର ଦାସଙ୍କ ନାମ ଘୋଷଣା କରାଯାଇଛି।

cc-5

Tapas Behera
  • Published: Friday, 05 April 2019
  • , Updated: 05 April 2019, 08:24 PM IST

Related story