୨୦ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଆଉ ୨୦ଟି ବିଧାନସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେଲକୋଇରୁ ଦଳ ମୋହନ ହେମ୍ବ୍ରମଙ୍କୁ ପ୍ରାର୍ଥୀ କରିଥିବା ବେଳେ ପାଟଣାରୁ ଗୋପେଶ୍ୱର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ, ଉଦଳାରୁ ବେଣୁଧର ମହାପାତ୍ର, ବାରିପଦାରୁ ଦଶରଥ ସିଂହ, ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବୀରେନ୍ ନାଏକ, ରେମୁଣାରୁ ପ୍ରତାପ ସେଠୀ ଓ ବାସୁଦେବପୁରରୁ ଅଶୋକ କୁମାର ଦାସଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି ଧାମନଗରରୁ ଡକ୍ଟର ବିଦ୍ୟାଧର ଜେନା […]

electionJitu

electionJitu

Jitendra Garnayak
  • Published: Friday, 29 March 2019
  • Updated: 29 March 2019, 12:07 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଆଉ ୨୦ଟି ବିଧାନସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି।

ତେଲକୋଇରୁ ଦଳ ମୋହନ ହେମ୍ବ୍ରମଙ୍କୁ ପ୍ରାର୍ଥୀ କରିଥିବା ବେଳେ ପାଟଣାରୁ ଗୋପେଶ୍ୱର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ, ଉଦଳାରୁ ବେଣୁଧର ମହାପାତ୍ର, ବାରିପଦାରୁ ଦଶରଥ ସିଂହ, ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବୀରେନ୍ ନାଏକ, ରେମୁଣାରୁ ପ୍ରତାପ ସେଠୀ ଓ ବାସୁଦେବପୁରରୁ ଅଶୋକ କୁମାର ଦାସଙ୍କୁ ଦଳ ପ୍ରାର୍ଥୀ କରିଛି।

ସେହିପରି ଧାମନଗରରୁ ଡକ୍ଟର ବିଦ୍ୟାଧର ଜେନା ପ୍ରାର୍ଥୀ ହୋଇଥିବା ବେଳେ ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରିରୁ ଉମେଶ ଜେନା, ସୁକିନ୍ଦାରୁ ସରତ ରାଉତ, ପରଜଙ୍ଗରୁ ଯଶସ୍ୱିନୀ ରାଉତ, ନିଆଳିରୁ ମମତା ଭୋଇ, ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁ, ପାଟକୁରାରୁ ଜୟନ୍ତ ମହାନ୍ତି, ତିର୍ତ୍ତୋଲରୁ ବିଭୁ ପ୍ରସାଦ ତରାଇ, ପୁରୀରୁ ଅରୋ ପ୍ରସାଦ ମିଶ୍ର ଓ ନୟାଗଡ଼ରୁ ମନୋଜ କୁମାର ସାହୁଙ୍କୁ ଦଳ ପ୍ରାର୍ଥୀ କରିଛି।

ଏହା ସହିତ ଦଳ ଆଜି ଆଉ ୭ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଢେଙ୍କାନାଳରୁ କାମାକ୍ଷା ପ୍ରସାଦ ସିଂହଦେଓଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ବାଲେଶ୍ୱରରୁ ନବଜ୍ୟୋତି ପଟ୍ଟନାୟକ, ପୁରୀରୁ ସତ୍ୟପ୍ରକାଶ ନାୟକ, କେନ୍ଦ୍ରାପଡ଼ାରୁ ଧରଣୀଧର ନାୟକ, କେନ୍ଦୁଝରରୁ ଫକୀର ମୋହନ ନାୟକ, ଭଦ୍ରକରୁ ମଧୁମିତା ସେଠୀ ଓ ଜଗତସିଂହପୁରରୁ ପ୍ରତିମା ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story