ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅଙ୍କୁ କଂଗ୍ରେସ ଟିକେଟ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଂଗ୍ରେସ ଆଉ ୨ ଲୋକସଭା ଓ ୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀବଲ୍ଳଭ ପଟ୍ଟନାୟକଙ୍କ ପୁଅ ପୃଥ୍ୱୀବଲ୍ଲଭଙ୍କ ନାଁ ରହିଛି। ତାଙ୍କୁ ଦଳ ବେଗୁନିଆ ବିଧାନସଭା ଆସନରୁ ପ୍ରାର୍ଥୀ କରିଛି। ନିକଟରେ ଦଳରେ ମିଶିଥିବା ବରିଷ୍ଠ ନେତା ପଞ୍ଚାନନ କାନୁନ୍‌ଗୋଙ୍କୁ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଥିବା ବେଳେ ଯାଜପୁରରୁ ମାନସ ଜେନାଙ୍କୁ ଟିକେଟ୍ ଦିଆଯାଇଛି। ସେହିପରି ବାଲେଶ୍ୱର ବିଧାନସଭା ଆସନରୁ […]

prithviballav

prithviballav

Jitendra Garnayak
  • Published: Wednesday, 03 April 2019
  • Updated: 03 April 2019, 08:09 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଂଗ୍ରେସ ଆଉ ୨ ଲୋକସଭା ଓ ୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀବଲ୍ଳଭ ପଟ୍ଟନାୟକଙ୍କ ପୁଅ ପୃଥ୍ୱୀବଲ୍ଲଭଙ୍କ ନାଁ ରହିଛି। ତାଙ୍କୁ ଦଳ ବେଗୁନିଆ ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

ନିକଟରେ ଦଳରେ ମିଶିଥିବା ବରିଷ୍ଠ ନେତା ପଞ୍ଚାନନ କାନୁନ୍‌ଗୋଙ୍କୁ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଥିବା ବେଳେ ଯାଜପୁରରୁ ମାନସ ଜେନାଙ୍କୁ ଟିକେଟ୍ ଦିଆଯାଇଛି।

ସେହିପରି ବାଲେଶ୍ୱର ବିଧାନସଭା ଆସନରୁ ମାନସ ଦାସ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଧର୍ମଶାଳାରୁ ସ୍ମୃତିରେଖା ପହି, ଯାଜପୁରରୁ ସନ୍ତୋଷ କୁମାର ନନ୍ଦ, ହିନ୍ଦୋଳରୁ ତ୍ରିନାଥ ବେହେରା, କାମାକ୍ଷାନଗରରୁ ଭବାନୀ ଶଙ୍କର ମହାପାତ୍ର, ବଡ଼ମ୍ବାରୁ ବବି ମହାନ୍ତି, ପାରାଦୀପରୁ ଅରିନ୍ଦମ ସର୍କେଲ ଓ ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପ୍ରାର୍ଥୀ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story