ନିରଞ୍ଜନଙ୍କ ନିଦ ହଜାଇ ଦିଆଯିବ: ଇତୀଶ ପ୍ରଧାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀରେ ଏଆଇସିସିର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏଣେ ଓଡ଼ିଶାରେ ତେଜିଲା କଂଗ୍ରେସ କନ୍ଦଳ। ପିସିସି ସଭାପତି ନିରଞ୍ଜନଙ୍କ ବିରୋଧରେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ ସାମ୍ୱାଦିକ ସମ୍ମିଳନୀ କରି ଯୁଦ୍ଧଂଦେହୀ ଡାକରା ଦେଇଛନ୍ତି। ସେ କହିଛନ୍ତି, “ନିରଞ୍ଜନଙ୍କ ନିଦ ହଜାଇ ଦିଆଯିବ। ଦିଲ୍ଲୀରୁ ଫେରିବା ପରେ ତାଙ୍କୁ ରାଜ୍ୟରେ ପୂରାଇ ଦିଆଯିବ ନାହିଁ। ଭାଇ ସୌମ୍ୟଙ୍କୁ ମଧ୍ୟସ୍ଥ କରି ନିରଞ୍ଜନ ଦଳକୁ ବିକି ଦେଇଛନ୍ତି। ପୁଅ ମାଧ୍ୟମରେ ବେପାର କରୁଛନ୍ତି, ଏହାକୁ ସହ୍ୟ […]

congress

Jyoshna Pradhan
  • Published: Thursday, 12 September 2019
  • , Updated: 12 September 2019, 09:21 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀରେ ଏଆଇସିସିର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏଣେ ଓଡ଼ିଶାରେ ତେଜିଲା କଂଗ୍ରେସ କନ୍ଦଳ। ପିସିସି ସଭାପତି ନିରଞ୍ଜନଙ୍କ ବିରୋଧରେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ ସାମ୍ୱାଦିକ ସମ୍ମିଳନୀ କରି ଯୁଦ୍ଧଂଦେହୀ ଡାକରା ଦେଇଛନ୍ତି। ସେ କହିଛନ୍ତି, “ନିରଞ୍ଜନଙ୍କ ନିଦ ହଜାଇ ଦିଆଯିବ। ଦିଲ୍ଲୀରୁ ଫେରିବା ପରେ ତାଙ୍କୁ ରାଜ୍ୟରେ ପୂରାଇ ଦିଆଯିବ ନାହିଁ। ଭାଇ ସୌମ୍ୟଙ୍କୁ ମଧ୍ୟସ୍ଥ କରି ନିରଞ୍ଜନ ଦଳକୁ ବିକି ଦେଇଛନ୍ତି। ପୁଅ ମାଧ୍ୟମରେ ବେପାର କରୁଛନ୍ତି, ଏହାକୁ ସହ୍ୟ କରାଯିବନି।”

ଇତୀଶଙ୍କ ଅଭିଯୋଗ ଉପରେ ନିରଞ୍ଜନଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

 

Related story