‘ଅଭିଯୁକ୍ତକୁ ଘଣ୍ଟ ଘୋଡ଼ାଉଛି କଂଗ୍ରେସ, ପରୀକୁ ନ୍ୟାୟ ପାଇଁ ଲଢ଼େଇ ଜାରି ରହିବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଓ କଂଗ୍ରେସ ଏକାଠି ହୋଇ ପରୀକୁ ନ୍ୟାୟ ଦେବା ପରିବର୍ତ୍ତେ ଅଭିଯୁକ୍ତକୁ ଘଣ୍ଟ ଘୋଡ଼ାଉଛନ୍ତି। ମାତ୍ର ପରୀକୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ବିଜେପି ଲଢ଼େଇ ଜାରି ରଖିବ ବୋଲି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କହିଛନ୍ତି। ପରୀ ହତ୍ୟାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁ ଇସ୍ତଫା ନଦେଲେ ବିଜେପି ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ […]

samir

samir

Manoranjan Sial
  • Published: Wednesday, 02 December 2020
  • Updated: 02 December 2020, 07:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଓ କଂଗ୍ରେସ ଏକାଠି ହୋଇ ପରୀକୁ ନ୍ୟାୟ ଦେବା ପରିବର୍ତ୍ତେ ଅଭିଯୁକ୍ତକୁ ଘଣ୍ଟ ଘୋଡ଼ାଉଛନ୍ତି। ମାତ୍ର ପରୀକୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ବିଜେପି ଲଢ଼େଇ ଜାରି ରଖିବ ବୋଲି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କହିଛନ୍ତି। ପରୀ ହତ୍ୟାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁ ଇସ୍ତଫା ନଦେଲେ ବିଜେପି ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଛନ୍ତି।

ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତି କହିଛନ୍ତି ଯେ, ପରୀକୁ ନ୍ୟାୟ ଦେବା ଘଟଣାରେ ଯାହା କରିବା କଥା ବିଜେପି ବିଧାୟକ ଦଳ ପକ୍ଷରୁ ତାହା କରାଯାଉଛି। ପରୀକୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ସରକାରଙ୍କୁ ଚାପରେ ରଖିବା ପାଇଁ ବିଧାନସଭାରେ ଲମ୍ବା ସମୟ ଧରି ବିତର୍କର କ’ଣ ଆବଶ୍ୟକତା ନଥିଲା କି ବୋଲି ସେ ପ୍ରଶ୍ନ କରିଛନ୍ତି। ମାତ୍ର ଶାସକ ବିଜେଡି ଓ କଂଗ୍ରେସ ଏକାଠି ହୋଇ ଏକ ଷଡ଼ଯନ୍ତ୍ରର ଅଙ୍ଗ ଭାବେ ଗରିବ ପିତାମାତାର ଝିଅ ପରୀକୁ ନ୍ୟାୟ ଦେବା ପରିବର୍ତ୍ତେ ଅଭିଯୁକ୍ତ ଓ ଅଭିଯୁକ୍ତଙ୍କୁ ଘଂଟ ଘୋଡ଼ାଉଥିବା ମନ୍ତ୍ରୀ ଅରୁଣ ସାହୁଙ୍କୁ ସୁରକ୍ଷା ଦେଉଛନ୍ତି ବୋଲି ଶ୍ରୀ ମହାନ୍ତି ଅଭିଯୋଗ କରିଛନ୍ତି। ପରୀର ବିବାଦ ଛୋଟ ଝିଅ ଅପହରଣରୁ ଆରମ୍ଭ ହୋଇଛି। ଅପହରଣ ପରେ ତାଙ୍କ ଝିଅକୁ ହତ୍ୟା କରି ତା’ର ଆଖି, କିଡନୀ ଚୋରି କରାଯାଇଥିବା ପରୀ ପିତାମାତା ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ପରୀର ମରଶରୀର ଉଦ୍ଧାର ହେଲାବେଳେ ସମ୍ପୂର୍ଣ୍ଣ ମିଳାଇଯାଇଥିବା କହି ଝିଅଟିକୁ ଦୁଷ୍କର୍ମ କରାଯାଇଥିଲା କି ନାହିଁ,ତାର ପ୍ରମାଣ ନାହିଁ ବୋଲି ବିଧାନସଭାରେ ଖୋଦ୍ ଗୃହ ରାଷ୍ଟ୍ରମନ୍ତ୍ରୀ ବିବୃତି ଦେବା ସହ ଅସହାୟତା ପ୍ରକାଶ କରିଛନ୍ତି। ତା’ହେଲେ ୪ ମାସ ଧରି ନୟାଗଡ଼ ପୁଲିସ କ’ଣ ତଦନ୍ତ କରୁଥିଲା? ଅଭିଯୋଗକାରୀ ପରୀର ପିତାମାତା ଓ ତା’ ବଡ଼ବାପା-ବଡ଼ମା’ର ପଲିଗ୍ରାଫ ଟେଷ୍ଟ ପୁଲିସ କରିଛି। ଅଥଚ ଅଭିଯୁକ୍ତ ବାବୁଲି ନାୟକ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ନାଁ ପରୀର ପିତାମାତା ବାରମ୍ବାର କହିବା ସତ୍ତ୍ୱେ କାହିଁକି ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଗଲା ନାହିଁ ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି। ଏପରିକି ସ୍ଥାନୀୟ ପୁଲିସ ପରୀର ପିତାମାତାଙ୍କୁ ୫ଲକ୍ଷ ଟଙ୍କା ଲାଂଚ ଦେଇ ପରୀର ହତ୍ୟାକାରୀ ତା’ର ବଡ଼ବାପା-ମା’ ବୋଲି କହିବା ପାଇଁ ପ୍ରଲୋଭନ ଦେଖାଇଥିଲା।

ଏନସିଆରବି ରିପୋର୍ଟ ଅନୁଯାୟୀ ୨୦୧୭-୧୮ ଓ ୨୦୧୮-୧୯ରେ ରାଜ୍ୟରେ ୫୩୨୩ ଶିଶୁ ନିଖୋଜ ଅଛନ୍ତିା ରାଜ୍ୟ ସରକାର ଅଙ୍ଗ ଚୋରାଚାଲାଣ ଘଟଣାରେ ସଂପୂର୍ଣ୍ଣ ହାତ ଟେକି ଦେଇଛନ୍ତି। ପରୀର ବାପା-ମା, ବାବୁଲି ନାୟକ ଦ୍ୱାରା ଅଙ୍ଗ ତସ୍କରୀ ଓ ଏଥିରେ ମନ୍ତ୍ରୀ ଅରୁଣ ସାହୁଙ୍କ ସହାୟତା ପ୍ରସଙ୍ଗ ଉଠାଇଛନ୍ତି। ଯଦି ପରୀ ମାମଲାରେ ସଠିକ୍ ତଦନ୍ତ ହୁଏ, ଏହାର ରାଜ୍ୟବ୍ୟାପୀ ସୁଦୁର ପ୍ରସାରୀ ପ୍ରଭାବ ପଡ଼ିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି। ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଇ ରାଜ୍ୟ ସରକାର ଓ ତାଙ୍କ ପୁଲିସ ସଂପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ପରୋକ୍ଷରେ ସ୍ୱୀକାର କରିଥିବା ଶ୍ରୀ ମହାନ୍ତି କହିଛନ୍ତି।

ଏହି ସମ୍ବାଦିକ ସମ୍ମିଳନୀରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ଦଳର ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ,ଗୋଲକ ମହାପାତ୍ର ଏବଂ ଲେଖାଶ୍ରୀ ସାମନ୍ତସିଂହାର ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story