ବିଜେପୁର ଉପ ନିର୍ବାଚନ: ପ୍ରାର୍ଥୀ ଚୟନ ପାଇଁ କଂଗ୍ରେସ ଗଠନ କଲା କମିଟି

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ଦେଖାଦେଇଛି। ବିଜେଡି ପକ୍ଷରୁ ପୂର୍ବରୁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିଲେ ହେଁ ଏଯାଏଁ ଅନ୍ୟ ଦଳ ତଥା ବିଜେପି ଓ କଂଗ୍ରେସ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇ ନାହିଁ। ହେଲେ ଗତକାଲି କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଚୟନ ପାଇଁ ଏକ କମିଟି ଗଠନ କରାଯାଇଛି। ହେମାନନ୍ଦ ବିଶ୍ୱାଳଙ୍କ ନେତୃତ୍ୱରେ ଏକ ୬ ଜଣିଆ କମିଟି ଗଠନ କରାଯାଇଛି। କମିଟିରେ ଦଳର ବରିଷ୍ଠ ନେତା ନବ ଦାସ, ଜଗନ୍ନାଥ ପଟ୍ଟନାୟକ ଓ ଅନନ୍ତ ପାଢ଼ୀ ପ୍ରମୁଖ ସଦସ୍ୟ ଅଛନ୍ତି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ କଂଗ୍ରେସ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ବୋଲି କହିଛି।</p>

Ordigital Desk
  • Published: Sunday, 28 January 2018
  • Updated: 28 January 2018, 07:57 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ଦେଖାଦେଇଛି। ବିଜେଡି ପକ୍ଷରୁ ପୂର୍ବରୁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିଲେ ହେଁ ଏଯାଏଁ ଅନ୍ୟ ଦଳ ତଥା ବିଜେପି ଓ କଂଗ୍ରେସ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇ ନାହିଁ। ହେଲେ ଗତକାଲି କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଚୟନ ପାଇଁ ଏକ କମିଟି ଗଠନ କରାଯାଇଛି। ହେମାନନ୍ଦ ବିଶ୍ୱାଳଙ୍କ ନେତୃତ୍ୱରେ ଏକ ୬ ଜଣିଆ କମିଟି ଗଠନ କରାଯାଇଛି। କମିଟିରେ ଦଳର ବରିଷ୍ଠ ନେତା ନବ ଦାସ, ଜଗନ୍ନାଥ ପଟ୍ଟନାୟକ ଓ ଅନନ୍ତ ପାଢ଼ୀ ପ୍ରମୁଖ ସଦସ୍ୟ ଅଛନ୍ତି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ କଂଗ୍ରେସ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ବୋଲି କହିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos