ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣିଥରେ କେମିତି କ୍ଷମତାକୁ ଫେରିବ କଂଗ୍ରେସ। ସେ ନେଇ ରାଜ୍ୟ କଂଗ୍ରେସ ଭବନରେ ବୁଦ୍ଧିଜୀବୀ ସମ୍ମିଳନୀ ହୋଇ ନୀତିନିର୍ଦ୍ଧାରଣ ହୋଇଛି। ଦଳର ଭବିଷ୍ୟତ ରଣନୀତି ନେଇ ବି ବରିଷ୍ଠ ନେତାଙ୍କ ଆଲୋଚନା ହୋଇଛି।
ଏଥିରେ ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବରିଷ୍ଠ କଂଗ୍ରେସ ନେତା, ବୁଦ୍ଧିଜୀବୀ ଓ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ମତ ଲୋଡିଛନ୍ତି। ବିଶେଷକରି ସାମ୍ପ୍ରତିକ ସମୟର ଆବଶ୍ୟକତା ଓ ଭବିଷ୍ୟ କାର୍ଯ୍ୟବିଧି ନେଇ କଂଗ୍ରେସ ବୁଦ୍ଧିଜୀବୀଙ୍କ ମତ ଲୋଡିଛି। ସୋଶାଲ ମିଡିଆରେ ଯୁବପିଢିଙ୍କୁ ଭ୍ରମିତ କରାଯିବା ସହ ଦେଶର ଇତିହାସକୁ ବଦଳାଇବା ପାଇଁ ଚେଷ୍ଟା କରାଯାଉଛି।
ବୁଦ୍ଧିଜୀବୀଙ୍କ ମତାମତ ନେବା ପରେ ଏନେଇ ଏକ କାଯର୍ୟପନ୍ଥା ତିଆରି କରାଯିବ । ଏହାପରେ ସାରା ଦେଶରେ କ୍ରମାଗତ ଭାବେ ଏହି କର୍ଯ୍ୟକ୍ରମ ଚାଲିବ ବୋଲି ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।
Accident
ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ; ୨ ମୃତ
ସ୍ଥାନୀୟ ଲୋକେ ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରୁ ୪ ଜଣଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ଗାଡ଼ି ଚାଳକ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିଲା।