ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): “ରାଜ୍ୟରେ କଣ ଏସବୁ ଚାଲିଛି? ଏତେ ମନ୍ତ୍ରୀ, ବିଧାୟକ ଜମି ନେଇଗଲେ। ସେମାନଙ୍କର କଣ କରିଛ? ସେମାନଙ୍କର କିଛି କଲନି, ଏହି ଓଟିଭି ପଛରେ ପଡ଼ିଛ। କେଉଁ ଦିନ ଆମକୁ ବି ଉଠାଇ ନେବ।” ଓଟିଭି ସିଏଫ୍ଓ (ଚିଫ୍ ଫାଇନାନ୍ସ ଅଫିସର) ମନୋରଂଜନ ଷଡ଼ଙ୍ଗୀଙ୍କୁ କ୍ରାଇମବ୍ରାଞ୍ଚ ଘରୁ ଉଠାଇ ନେବା ପରେ ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁର ରାଉତରାୟ ଏମିତି କହିଛନ୍ତି।
https://youtu.be/Bdez39UGd6o
ଆଜି ସକାଳେ ଓଟିଭି ସିଏଫଓ ମନୋରଞ୍ଜନ ଷଡଙ୍ଗୀଙ୍କୁ ଉଠାଇ ନେଇଛି କ୍ରାଇମବ୍ରାଞ୍ଚ। ବିନା ନୋଟିସରେ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିବା ଜଣାପଡ଼ିଛି। ବହୁ ସମୟ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ତାଙ୍କ ପରିବାରକୁ ସୂଚନା ଦିଆଯାଇନାହିଁ। କେଉଁ କାରଣରୁ ତାଙ୍କୁ ଉଠାଇ ନିଆଯାଇଛି, ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।