ଗାଇସିଲଟରେ ଆଜି କଂଗ୍ରେସର ଚାଷୀ ସମାବେଶ

ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲଟଠାରେ ଆଜି କଂଗ୍ରେସ ପକ୍ଷରୁ ଏକ ଚାଷୀ ସମାବେଶ ହେବ।   ଏଥିରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ, ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ ଦଳର ଅନ୍ୟ ବରିଷ୍ଠ ନେତାମାନେ ଯୋଗଦେବେ।  ଏଥିସହ ସ୍ଥାନୀୟ ଅଞ୍ଚଳର କେତେକ କୃଷକ ନେତା ମଧ୍ୟ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ଆଗକୁ ବିଜେପୁର ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ହେବାକୁ ଥିବାରୁ […]

prasad-harichandan

Rakesh Mallick
  • Published: Wednesday, 01 November 2017
  • , Updated: 01 November 2017, 07:54 AM IST

ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲଟଠାରେ ଆଜି କଂଗ୍ରେସ ପକ୍ଷରୁ ଏକ ଚାଷୀ ସମାବେଶ ହେବ।   ଏଥିରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ, ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ ଦଳର ଅନ୍ୟ ବରିଷ୍ଠ ନେତାମାନେ ଯୋଗଦେବେ।  ଏଥିସହ ସ୍ଥାନୀୟ ଅଞ୍ଚଳର କେତେକ କୃଷକ ନେତା ମଧ୍ୟ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ଆଗକୁ ବିଜେପୁର ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ହେବାକୁ ଥିବାରୁ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଏବେ ତତ୍ପରତା ଦେଖିବାକୁ ମିଳୁଛି।

Related story