ନୀଳଗିରିରେ ମନୋଜା ମଞ୍ଜରୀ ଦେବୀଙ୍କୁ ବିରୋଧ

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ କଂଗ୍ରେସ ପ୍ରାର୍ଥୀ ମନୋଜା ମଞ୍ଜରୀ ଦେବୀଙ୍କୁ ବିରୋଧ କରାଯାଇଛି। ଆଶାୟୀ ପ୍ରାର୍ଥୀ ତଥା ପିସିସି ସଦସ୍ୟ ଚିତ୍ତରଞ୍ଜନ ଷଡ଼ଙ୍ଗୀଙ୍କ ସମର୍ଥକମାନେ ମନୋଜାଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରିଛନ୍ତି। ଏହା ସହ ରାଜ୍ୟ ନେତୃତ୍ୱଙ୍କ ପାଖରେ ଫେରାଦ ହେବେ ବୋଲି ସେମାନେ କହିଛନ୍ତି। ଗତକାଲି କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। ଏଥିରେ ନୀଳଗିରି ରାଜ ପରିବାରର ମନୋଜା ମଞ୍ଜରୀ ଦେବୀଙ୍କୁ ଦଳ ଟିକେଟ ଦେଇଥିଲା। ଅନ୍ୟପକ୍ଷରେ ଟିକେଟ ପାଇବା ପରେ […]

000

000

Tapaswini Nayak
  • Published: Saturday, 23 March 2019
  • Updated: 23 March 2019, 02:10 PM IST

Sports

Latest News

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ କଂଗ୍ରେସ ପ୍ରାର୍ଥୀ ମନୋଜା ମଞ୍ଜରୀ ଦେବୀଙ୍କୁ ବିରୋଧ କରାଯାଇଛି। ଆଶାୟୀ ପ୍ରାର୍ଥୀ ତଥା ପିସିସି ସଦସ୍ୟ ଚିତ୍ତରଞ୍ଜନ ଷଡ଼ଙ୍ଗୀଙ୍କ ସମର୍ଥକମାନେ ମନୋଜାଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରିଛନ୍ତି। ଏହା ସହ ରାଜ୍ୟ ନେତୃତ୍ୱଙ୍କ ପାଖରେ ଫେରାଦ ହେବେ ବୋଲି ସେମାନେ କହିଛନ୍ତି।

ଗତକାଲି କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। ଏଥିରେ ନୀଳଗିରି ରାଜ ପରିବାରର ମନୋଜା ମଞ୍ଜରୀ ଦେବୀଙ୍କୁ ଦଳ ଟିକେଟ ଦେଇଥିଲା।

ଅନ୍ୟପକ୍ଷରେ ଟିକେଟ ପାଇବା ପରେ ମନୋଜ ମଞ୍ଜରୀ କହିଥିଲେ,“ଚିତ୍ତରଞ୍ଜନ ତାଙ୍କୁ ସମର୍ଥନ କରୁଛନ୍ତି ଓ ନିର୍ବାଚନରେ ସହଯୋଗ କରିବେ। ”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story