ରାହୁଲଙ୍କ ଫୋକସ୍‌ରେ ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଆସନ୍ତାକାଲି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି। ବରଗଡ଼ ନିକଟ ସରସରା ଗାଁରେ ଆୟୋଜିତ ଏକ ସମାବେଶ ରାହୁଲ ଯୋଗଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାହୁଲଙ୍କ ଗସ୍ତ ନେଇ ଛତିଶଗଡ଼ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଓଡ଼ିଶା ପ୍ରଭାରୀ ଟି.ଏସ୍.ସିଂଦେଓ ସମାବେଶ ସ୍ଥଳକୁ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି। ଏସ୍‌ପିଜି ମଧ୍ୟ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ସମାବେଶରେ ୫୦ ହଜାରରୁ ଅଧିକ ଲୋକ ଯୋଗ ଦେବେ […]

rahul

rahul

Rajalaxmi Sahu
  • Published: Thursday, 14 March 2019
  • Updated: 14 March 2019, 02:11 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଆସନ୍ତାକାଲି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି। ବରଗଡ଼ ନିକଟ ସରସରା ଗାଁରେ ଆୟୋଜିତ ଏକ ସମାବେଶ ରାହୁଲ ଯୋଗଦେବେ।

ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାହୁଲଙ୍କ ଗସ୍ତ ନେଇ ଛତିଶଗଡ଼ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଓଡ଼ିଶା ପ୍ରଭାରୀ ଟି.ଏସ୍.ସିଂଦେଓ ସମାବେଶ ସ୍ଥଳକୁ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି।

ଏସ୍‌ପିଜି ମଧ୍ୟ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ସମାବେଶରେ ୫୦ ହଜାରରୁ ଅଧିକ ଲୋକ ଯୋଗ ଦେବେ ବୋଲି କଂଗ୍ରେସ ତରଫରୁ ଆକଳନ କରାଯାଇଛି।

ସୂଚନାଥାଉ କି, ଏହା ପୂର୍ବରୁ ରାହୁଲ ଗାନ୍ଧି ଚଳିତ ବର୍ଷ ୪ଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମାର୍ଚ୍ଚ ୮ ରେ ଜୟପୁରରେ ଆୟୋଜିତ ସଭାରେ ସେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story