ନିରଞ୍ଜନଙ୍କୁ ଆକ୍ରମଣ: ପଞ୍ଚାୟତ ଓ ବ୍ଲକସ୍ତରରେ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିସିସିି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ କଂଗ୍ରେସ ରାଜ୍ୟର ସମସ୍ତ ପଂଚାୟତ,ବ୍ଲକ ଓ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି। ରାଜ୍ୟରେ ଦୀର୍ଘ ୨୦ବର୍ଷ ଧରି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେଡି ସରକାରକୁ ଦାୟୀ କରିବା ସହ ଦୋଷୀଙ୍କୁ ଏନଏସଏସ୍ ବଳରେ ଗିରଫ ନିମନ୍ତେ କଂଗ୍ରେସ ଦାବି କରିଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ […]

CONGRESS

CONGRESS

Manoranjan Sial
  • Published: Monday, 18 January 2021
  • Updated: 18 January 2021, 09:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିସିସିି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ କଂଗ୍ରେସ ରାଜ୍ୟର ସମସ୍ତ ପଂଚାୟତ,ବ୍ଲକ ଓ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି। ରାଜ୍ୟରେ ଦୀର୍ଘ ୨୦ବର୍ଷ ଧରି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେଡି ସରକାରକୁ ଦାୟୀ କରିବା ସହ ଦୋଷୀଙ୍କୁ ଏନଏସଏସ୍ ବଳରେ ଗିରଫ ନିମନ୍ତେ କଂଗ୍ରେସ ଦାବି କରିଛି।
ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ

ପିସିସି ସଭାପତି ଜୟଦେବ ଜେନା, ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି ଓ ମାନସ ଚୌଧୁରୀ କହିଛନ୍ତି ଯେ, ପିସିସି ସଭାପତିଙ୍କ ଉପରେ ଆକ୍ରମଣ ଏକ ରାଜନୀତିକ ଉଦ୍ଦେଶ୍ୟପ୍ରଣୋଦିତ ଘଟଣା। ଏହାକୁ କଡ଼ାଭାଷାରେ କଂଗ୍ରେସ ନିନ୍ଦା କରୁଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲା ମହକୁମାରେ ଏସପି ଅଫିସ ଆଗରେ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରାଯାଇଛି। ଘଟଣାରେ ସାମିଲ ଥିବା ବିଜେପି ଦଳର କର୍ମକର୍ତ୍ତାମାନଙ୍କୁ ତୁରନ୍ତ ଏନଏସଏସରେ ଗିରଫ କରି ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ଆକ୍ରମଣରୁ ସ୍ପଷ୍ଟ ଯେ, ରାଜ୍ୟରେ ଆଇନଶୃଙ୍ଖଳା କେତେ ପରିମାଣର ବିପର୍ଯ୍ୟସ୍ତ ହୋଇପଡ଼ିଛି। ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଦଳର କର୍ମୀ ଓ ନେତାମାନଙ୍କ ମନୋବଳ ବୃଦ୍ଧି ଓ ଏ ସରକାରର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ କଂଗ୍ରେସ ଆଗାମୀ ଦିନରେ ପଂଚାୟତରୁ ବ୍ଲକ, ଜିଲ୍ଲାରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଆନ୍ଦୋଳନ କରିବ ବୋଲି ଶ୍ରୀ ଜେନା କହିଛନ୍ତି। ଏହାସହିତ ଆଜି ପୁଲିସ ଡିଜିଙ୍କୁ ଭେଟି ଏକ ଦାବିପତ୍ର ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ବୋଲି ଶ୍ରୀ ଚୌଧୁରୀ ସୂଚନା ଦେଇଛନ୍ତି।

ସେହିପରି ଶ୍ରୀ ବାହିନୀପତି କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବା ପାଇଁ ୩୦୭ ଦଫା ଲାଗିଥିଲା। ଏବେ ପିସିସି ସଭାପତିଙ୍କ ଗାଡ଼ିକୁ ଭଙ୍ଗାରୁଜା କରିବା ସହ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲେ ବି ପୁଲିସ୍ କାହିଁକି ଚୁପ୍ ବସିଛି। ଅନ୍ୟପକ୍ଷରେ ଏହି ଆକ୍ରମଣ ଘଟଣାରେ ସାମିଲ ଦୁର୍ବୃତ୍ତମାନଙ୍କ ଗିରଫ ଦାବିରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ଡିସିପ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ଶୋଭା ଅନୁଷ୍ଠିତ ହୋଇଥିଲା। ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନେ ଏହି ଆକ୍ରମଣକୁ ଘୋର ନିନ୍ଦା କରିବା ସହିତ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବି କରିଥିଲେ। ପରେ ପୋଲିସ ଡିଜିପିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଡିସିପିଙ୍କୁ ପ୍ରଦାନ କରାଯାଇଥିଲା। ଏହି ପ୍ରତିବାଦ ସଭାରେ ବରିଷ୍ଠ ବିଧାୟକ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ରଶ୍ମି ମହାପାତ୍ର, ଚିନ୍ମୟ ସୁନ୍ଦର ଦାସ, ଅଶୋକ ଦାସ, ଜାନକୀ ପଟ୍ଟନାୟକ, ୟାସିର ନୱାଜ, ରାଜକିଶୋର ବାରିକ, ଶ୍ରୀୟା ମହାନ୍ତି, ଜୟକୃଷ୍ଣ ସୁବୁଦ୍ଧି, ମିହିର ଆଚାର୍ଯ୍ୟ, ଆଶିଷ ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story