କଂଗ୍ରେସକୁ ବିଜୟମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଉପନିର୍ବାଚନ ପାଇଁ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସ ଦଳକୁ ମଜଭୁତ କରିବାକୁ ଉଦ୍ୟମ ଚଳାଇଛି। ଆଜି ନବନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଭେଟି ଗୁରୁମନ୍ତ୍ର ଦେଇଛନ୍ତି ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର। ନବ ନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଏକାଠି କରି ଦଳ ପାଇଁ ଆଗାମୀ ରଣନୀତି ପ୍ରସ୍ତୁତ କରାଯାଇଛି। ଏହି ଆଲୋଚନାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଏବେ ଚାଲିଥିବା ଉପନିର୍ବାଚନ, […]

congress

congress

Ranjit Kumar Jena
  • Published: Wednesday, 21 October 2020
  • Updated: 21 October 2020, 04:35 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଉପନିର୍ବାଚନ ପାଇଁ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସ ଦଳକୁ ମଜଭୁତ କରିବାକୁ ଉଦ୍ୟମ ଚଳାଇଛି। ଆଜି ନବନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଭେଟି ଗୁରୁମନ୍ତ୍ର ଦେଇଛନ୍ତି ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର। ନବ ନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଏକାଠି କରି ଦଳ ପାଇଁ ଆଗାମୀ ରଣନୀତି ପ୍ରସ୍ତୁତ କରାଯାଇଛି।

ଏହି ଆଲୋଚନାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଏବେ ଚାଲିଥିବା ଉପନିର୍ବାଚନ, ଆଗକୁ ଥିବା ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ମଧ୍ୟ ରଣନୀତି ପ୍ରସ୍ତୁତ ହୋଇଛି। ଦଳର ସଂଗଠନକୁ ମଜଭୁତ କରିବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story