ଭାରତ ବନ୍ଦ ବେଳେ ହିଂସାର ପ୍ରତିବାଦରେ ଆଜି ଦେଶବ୍ୟାପୀ ଉପବାସ ଦିବସ ପାଳୁଛି କଂଗ୍ରେସ

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏପ୍ରିଲ ୨ ଭାରତ ବନ୍ଦ ସମୟରେ ଦେଶର ବିଭିନ୍ନ ସହରରେ ହୋଇଥିବା ହିଂସାକାଣ୍ଡକୁ କଂଗ୍ରେସ ପକ୍ଷରୁ ବରୋଧ କରାଯାଇଛି। ଏହାର ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଉପବାସ ପାଳନ କରାଯାଉଛି। ଦେଶରେ ଶାନ୍ତି ଓ ସଂହତି ବଜାୟ ରଖିବା ଉଦ୍ଦେଶ୍ୟରେ କଂଗ୍ରେସ ତରଫରୁ ଆଜି ସକାଳୁ ଏଭଳି ଅଭିନବ ପ୍ରତିବାଦ କରାଯାଉଛିା ଭୁବନେଶ୍ୱରରେ ମଧ୍ୟ କଂଗ୍ରେସ ତରଫରୁ ରାଜ୍ୟସ୍ତରୀୟ ଉପବାସ ପାଳନ କରାଯାଉଛି।</p> <p>SC/ST ଅତ୍ୟାଚାର ନିରୋଧ ଆଇନରେ ସଂଶୋଧନକୁ ନେଇ ଗତ ଏପ୍ରିଲ ୨ ତାରିଖରେ ବିଭିନ୍ନ ଦଳିତ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା। ଆନ୍ଦୋଳନ ସମୟରେ&nbsp; ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ଝାଡ଼ଖଣ୍ଡ, ପଞ୍ଜାବ ଓ ହରିଅଣା ଭଳି ରାଜ୍ୟରେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଥିଲା। ମଧ୍ୟପ୍ରଦେଶ ଗ୍ୱାଲିୟରରେ ଗୁଳିମାଡ଼ରେ&nbsp; ୫ ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ରାଜସ୍ଥାନର ଆଲଓ୍ୱରରେ ମଧ୍ୟ ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିଲା।</p>

Ordigital Desk
  • Published: Monday, 09 April 2018
  • Updated: 09 April 2018, 07:31 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏପ୍ରିଲ ୨ ଭାରତ ବନ୍ଦ ସମୟରେ ଦେଶର ବିଭିନ୍ନ ସହରରେ ହୋଇଥିବା ହିଂସାକାଣ୍ଡକୁ କଂଗ୍ରେସ ପକ୍ଷରୁ ବରୋଧ କରାଯାଇଛି। ଏହାର ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଉପବାସ ପାଳନ କରାଯାଉଛି। ଦେଶରେ ଶାନ୍ତି ଓ ସଂହତି ବଜାୟ ରଖିବା ଉଦ୍ଦେଶ୍ୟରେ କଂଗ୍ରେସ ତରଫରୁ ଆଜି ସକାଳୁ ଏଭଳି ଅଭିନବ ପ୍ରତିବାଦ କରାଯାଉଛିା ଭୁବନେଶ୍ୱରରେ ମଧ୍ୟ କଂଗ୍ରେସ ତରଫରୁ ରାଜ୍ୟସ୍ତରୀୟ ଉପବାସ ପାଳନ କରାଯାଉଛି।</p><p>SC/ST ଅତ୍ୟାଚାର ନିରୋଧ ଆଇନରେ ସଂଶୋଧନକୁ ନେଇ ଗତ ଏପ୍ରିଲ ୨ ତାରିଖରେ ବିଭିନ୍ନ ଦଳିତ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା। ଆନ୍ଦୋଳନ ସମୟରେ&nbsp; ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ଝାଡ଼ଖଣ୍ଡ, ପଞ୍ଜାବ ଓ ହରିଅଣା ଭଳି ରାଜ୍ୟରେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଥିଲା। ମଧ୍ୟପ୍ରଦେଶ ଗ୍ୱାଲିୟରରେ ଗୁଳିମାଡ଼ରେ&nbsp; ୫ ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ରାଜସ୍ଥାନର ଆଲଓ୍ୱରରେ ମଧ୍ୟ ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos