ମିଳିତ ମଂଚର ଧର୍ମଘଟ ଡାକରାକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରରେ ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରିବାର ପ୍ରତିବାଦରେ ମିଳିତ ଶ୍ରମିକ ସଂଗଠନ ପକ୍ଷରୁ ଆସନ୍ତା ୨୬ତାରିଖରେ ଦିଆଯାଇଥିବା ଧର୍ମଘଟ ଡାକରାକୁ ପ୍ରଦେଶ କଂଗ୍ରେସ କମିଟି ସମର୍ଥନ କରିଛି। ପିସିସି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହି ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ମିଳିତ ମଂଚର ନେତୃବୃନ୍ଦମାନେ ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟରେ ଧର୍ମଘଟକୁ ସମର୍ଥନ ପାଇଁ ଅନୁରୋଧ କରିଥିଲେ। ପିସିସି ସଭାପତି ଶ୍ରୀ […]

congress-1-1

congress-1-1

Tapas Behera
  • Published: Friday, 20 November 2020
  • Updated: 20 November 2020, 10:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରରେ ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରିବାର ପ୍ରତିବାଦରେ ମିଳିତ ଶ୍ରମିକ ସଂଗଠନ ପକ୍ଷରୁ ଆସନ୍ତା ୨୬ତାରିଖରେ ଦିଆଯାଇଥିବା ଧର୍ମଘଟ ଡାକରାକୁ ପ୍ରଦେଶ କଂଗ୍ରେସ କମିଟି ସମର୍ଥନ କରିଛି।
ପିସିସି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହି ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ମିଳିତ ମଂଚର ନେତୃବୃନ୍ଦମାନେ ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟରେ ଧର୍ମଘଟକୁ ସମର୍ଥନ ପାଇଁ ଅନୁରୋଧ କରିଥିଲେ। ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବା ପରେ ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ  ସଂପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିଥିଲେ। ଏହାସହିତ ଦଳର ସମସ୍ତ ଜିଲ୍ଲା  କମିଟି, ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ ମଧ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ,  କେନ୍ଦ୍ରରେ ବିଜେପି ସରକାର ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତ୍ତିକୁ ଘରୋଇକରଣ କରିବା ବିରୋଧରେ ଚଳିତମାସ ୨୬ତାରିଖରେ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା INTUC, AITUC, HMS, CITU, AIUTUC, AICCTU ପ୍ରମୁଖ ଧର୍ମଘଟ ଡାକରା ଦେଇଛନ୍ତି। ଏହି ଧର୍ମଘଟ ଡାକରାକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ମିଳିତ ମଂଚର ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ରାମକୃଷ୍ଣ ପଣ୍ଡା, ବୀରେନ୍ଦ୍ର ଦାସ, ମହେନ୍ଦ୍ର ପରିଡ଼ା ଓ କିଶୋର ଜେନା ପ୍ରମୁଖ ଆଜି ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡ଼ିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story