ଯଶୱନ୍ତ ସିହ୍ନାଙ୍କୁ ଭୋଟ୍‌ ଦେବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ। ତାଙ୍କ ଖାତାକୁ ଯିବ ରାଜ୍ୟ କଂଗ୍ରେସର ସମସ୍ତ ଭୋଟ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକମାନଙ୍କୁ ଭେଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ହାଇକମାଣ୍ଡଙ୍କ ନିଷ୍ପତ୍ତି ବିଷୟରେ ବିଧାୟକଙ୍କୁ ଅବଗତ କରାଇଛନ୍ତି। କଂଗ୍ରେସର ସମସ୍ତ ଭୋଟ୍ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଦେବା ପାଇଁ ବୈଠକରେ ଆଲୋଚନା ହୋଇଛି। […]

congress on president elecation

congress on president elecation

Madhupriya Mistry
  • Published: Saturday, 16 July 2022
  • Updated: 16 July 2022, 12:36 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ। ତାଙ୍କ ଖାତାକୁ ଯିବ ରାଜ୍ୟ କଂଗ୍ରେସର ସମସ୍ତ ଭୋଟ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି।

ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକମାନଙ୍କୁ ଭେଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ହାଇକମାଣ୍ଡଙ୍କ ନିଷ୍ପତ୍ତି ବିଷୟରେ ବିଧାୟକଙ୍କୁ ଅବଗତ କରାଇଛନ୍ତି। କଂଗ୍ରେସର ସମସ୍ତ ଭୋଟ୍ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଦେବା ପାଇଁ ବୈଠକରେ ଆଲୋଚନା ହୋଇଛି।

ଯଶ୍ୱୱନ୍ତ ସିହ୍ନା ହାରନ୍ତୁ କି ଜିତନ୍ତୁ ତାଙ୍କୁ ଭୋଟ୍ ଦେବା ପାଇଁ ପିସିସି ସଭାପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତି ହୋଇଛି। ରାଷ୍ଟ୍ରପତି ନିର୍ବାଚନ ଲାଗି ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଓ ବିଧାୟକ ସନ୍ତୋଷ ସିଂ ସାଲୁଜା କଂଗ୍ରେସର ଏଜେଣ୍ଟ ଭାବେ ନିଯୁକ୍ତ କରାଯାଇଛି ବୋଲି ପିସିସି ସଭାପତି କହିଛନ୍ତି।

ଅନ୍ୟପଟେ ଶାସକ ବିଜେଡି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ବୋଲି ପୂର୍ବରୁ ସ୍ପଷ୍ଟ କରି ସାରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ମାଟିର ଝିଅ ଭାବେ ଦ୍ରୌପଦୀଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି ନବୀନ। ଏହାଛଡା ଅନ୍ୟ ଦଳ ଠାରୁ କିଭଳି ସମର୍ଥନ ଯୋଗାଡ କରାଯାଇପାରିବ ସେଥିପାଇଁ ଉଦ୍ୟମ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story