ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦ; ଆଜିଠୁ ବିକ୍ଷୋଭ କରିବ କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବ ଦଳ । ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ । ଆଜି ସବୁ ବ୍ଲକରେ ବିକ୍ଷୋଭ କରିବେ କଂଗ୍ରେସ କର୍ମୀ । ଆସନ୍ତା ୯ ତାରିଖରେ ଜିଲ୍ଲାସ୍ତରରେ ଧାରଣା, ୧୪ ତାରିଖରେ ଭୁବନେଶ୍ୱରରେ କରାଯିବ ବିକ୍ଷୋଭ । ଏନେଇ ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଥିଲେ । […]

petrol pump

petrol pump

Niharika Rout
  • Published: Wednesday, 07 July 2021
  • Updated: 07 July 2021, 07:51 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବ ଦଳ । ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ ।

ଆଜି ସବୁ ବ୍ଲକରେ ବିକ୍ଷୋଭ କରିବେ କଂଗ୍ରେସ କର୍ମୀ । ଆସନ୍ତା ୯ ତାରିଖରେ ଜିଲ୍ଲାସ୍ତରରେ ଧାରଣା, ୧୪ ତାରିଖରେ ଭୁବନେଶ୍ୱରରେ କରାଯିବ ବିକ୍ଷୋଭ । ଏନେଇ ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଥିଲେ ।

ସେ ଅଭିଯୋଗ କରିଥିଲେ, କରୋନା ବେଳେ କେନ୍ଦ୍ର ସରକାର ଲୋକଙ୍କୁ ସହାୟତା କରିବା ପରିବର୍ତ୍ତେ ସେମାନଙ୍କ ଉପରେ ଆର୍ଥିକ ବୋଝ ଲଦୁଛନ୍ତି । ପେଟ୍ରୋଲ, ଡିଜେଲ ବଢ଼ିବା ଯୋଗୁଁ ନିତିଦିନିଆ ସାମଗ୍ରୀ ଦର ବଢୁଛି । ତେଣୁ ଆସନ୍ତା ୧୫ରେ ଦିନିକିଆ ପେଟ୍ରୋଲ, ଡିଜେଲ୍ ବର୍ଜନ କରିବାକୁ ମଧ୍ୟ ସେ ଲୋକଙ୍କୁ ଆହ୍ୱାନ ଦେଇଥିଲେ। ଆସନ୍ତା ୧୭ରେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରୁ ଲୋକଙ୍କ ଦସ୍ତଖତ ସଂଗ୍ରହ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି   ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story