Advertisment

‘ରାଜଭବନ ଘେରାଉ କରିବ କଂଗ୍ରେସ’

ଓଡ଼ିଶାର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ତଦନ୍ତ ବାଟବଣା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ଅନ୍ଦୋଳନ କରିବ କଂଗ୍ରେସ। ଆସନ୍ତା ମାର୍ଚ୍ଚ ୧୩ ତାରିଖରେ ରାଜଭବନ ଘେରାଉ କରିବ କଂଗ୍ରେସ। କଣ କହିଛନ୍ତି ଶୁଣନ୍ତୁ ପିସିସି ସଭାପତି ଶରତ ପଟ୍ଟନାୟକ।

author-image
Manoj Swain
ଅଦ୍ୟତନ ହୋଇଛି

ଓଡ଼ିଶାର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ତଦନ୍ତ ବାଟବଣା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ଅନ୍ଦୋଳନ କରିବ କଂଗ୍ରେସ। ଆସନ୍ତା ମାର୍ଚ୍ଚ ୧୩ ତାରିଖରେ ରାଜଭବନ ଘେରାଉ କରିବ କଂଗ୍ରେସ। କଣ କହିଛନ୍ତି ଶୁଣନ୍ତୁ ପିସିସି ସଭାପତି ଶରତ ପଟ୍ଟନାୟକ। 

Advertisment
Odisha Congress Raj Bhavan Sarat Pattanayak