କଂଗ୍ରେସ କର୍ମୀଙ୍କୁ ବୋତଲରେ ଭୁସି ହତ୍ୟା

ପାରାଦୀପ(ଓଡ଼ିଶା ରିପୋର୍ଟର):  ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟଦାନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ଏକ ରାଜନୈତିକ ହତ୍ୟାକାଣ୍ଡ ଘଟିଛି। ଜଣେ କଂଗ୍ରେସ କର୍ମୀଙ୍କୁ ବୋତଲରେ ଭୁସି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲଛମନ ବେହେରା। ଲଛମନ ଗତକାଲି ବିଜେଡି ଛାଡ଼ି କଂଗ୍ରେସରେ ମିଶିଥିଲେ। ସେଥିପାଇଁ ଜଣେ ବିଜେଡି କର୍ମୀ ଆକ୍ରୋଶମୂଳକ ଭାବେ ତାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ଗଡ଼କୁଜଙ୍ଗ ନୋଳିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ଲଛମନ […]

uuu

uuu

Tapaswini Nayak
  • Published: Monday, 29 April 2019
  • Updated: 29 April 2019, 07:14 PM IST

ପାରାଦୀପ(ଓଡ଼ିଶା ରିପୋର୍ଟର):  ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟଦାନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ଏକ ରାଜନୈତିକ ହତ୍ୟାକାଣ୍ଡ ଘଟିଛି। ଜଣେ କଂଗ୍ରେସ କର୍ମୀଙ୍କୁ ବୋତଲରେ ଭୁସି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲଛମନ ବେହେରା।

ଲଛମନ ଗତକାଲି ବିଜେଡି ଛାଡ଼ି କଂଗ୍ରେସରେ ମିଶିଥିଲେ। ସେଥିପାଇଁ ଜଣେ ବିଜେଡି କର୍ମୀ ଆକ୍ରୋଶମୂଳକ ଭାବେ ତାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି।

ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ଗଡ଼କୁଜଙ୍ଗ ନୋଳିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ଲଛମନ ଭୋଟ୍ ଦେଇ ଫେରୁଥିବା ବେଳେ ରାସ୍ତା ମଝିରେ ତାଙ୍କୁ ହତ୍ୟା କରାଯାଇଛି।

ଏପଟେ ଭୋଟ୍ ବେଳେ ହିସାଂକାଣ୍ଡ ଅଭିଯୋଗ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ। ସେପଟେ ମୋଟାମୋଟି ଶାନ୍ତିପୂର୍ଣ୍ଣ ଭାବେ ମତଦାନ ପ୍ରକ୍ରିୟା ଶେଷ ହୋଇଥିବା ପୁଲିସ ଡିଜି କହିଛନ୍ତି।  ହତ୍ୟା ଓ ହିଂସାକାଣ୍ଡ ନେଇ ଆସିଥିବା ଅଭିଯୋଗର ତଦନ୍ତ ଚାଲିଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story