କୂଅରୁ ମିଳିଲା କନଷ୍ଟେବଳଙ୍କ ମୃତଦେହ

କୁଚିଣ୍ଡା (ଦେବେନ୍ଦ୍ର ବେହେରା): ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ହରିପଡ଼ା ଗାଁର ଏକ କୂଅରୁ ଜଣେ ୪୫ ବର୍ଷୀୟ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ନୂଆସ ଭୂୟାଁ। ଗତକାଲି ପ୍ରାୟ୧୦ଟା ବେଳେ ନୂଆସ ବାଡ଼ିପଟକୁ ଯାଇ ଫେରିନଥିଲେ।  ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିବା ପରେ ପାଇନଥିଲେ। ଏନେଇ ଥାନାକୁ ଜଣାଇଥିଲେ। ପୁଲିସ୍ ଓ ଅଗ୍ନିଶମ ବିଭାଗ ଖୋଜାଖୋଜି କରିବା ପରେ କୂଅରୁ ମୃତଦେହ ଉଦ୍ଧାର କରାଯାଇଥିଲା। ପୁଲିସ୍ ମୃତଦେହକୁ ଉଦ୍ଧାର […]

Deadbody

Deadbody

Tapaswini Nayak
  • Published: Monday, 29 June 2020
  • Updated: 29 June 2020, 10:16 AM IST

Sports

Latest News

କୁଚିଣ୍ଡା (ଦେବେନ୍ଦ୍ର ବେହେରା): ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ହରିପଡ଼ା ଗାଁର ଏକ କୂଅରୁ ଜଣେ ୪୫ ବର୍ଷୀୟ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ନୂଆସ ଭୂୟାଁ।

ଗତକାଲି ପ୍ରାୟ୧୦ଟା ବେଳେ ନୂଆସ ବାଡ଼ିପଟକୁ ଯାଇ ଫେରିନଥିଲେ।  ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିବା ପରେ ପାଇନଥିଲେ। ଏନେଇ ଥାନାକୁ ଜଣାଇଥିଲେ। ପୁଲିସ୍ ଓ ଅଗ୍ନିଶମ ବିଭାଗ ଖୋଜାଖୋଜି କରିବା ପରେ କୂଅରୁ ମୃତଦେହ ଉଦ୍ଧାର କରାଯାଇଥିଲା। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ କନଷ୍ଟେବଳଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story