ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ଅଦାଲତରେ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତରଫରୁ ଅଦାଲତ ସଂଲଗ୍ନ ଚର୍ଚ୍ଚିକା ବଜ଼ାର ଠାରୁ ଚାନ୍ଦୁରା ରାସ୍ତା କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଏହି ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ସେହିପରି ଏହି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ । ଏହି ଅଞ୍ଚଳରେ ରହୁଥିବା ଲୋକମାନେ ବାହାରକୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବେଳେ ଅତ୍ୟାବଶ୍ୟକସାମଗ୍ରୀ ଓ ମେଡ଼ିସିନ ପ୍ରଭୃତି ଜଗତସିଂହପୁର ପୌର ପରିଷଦ ଦ୍ୱାରା ଗଠିତ ଟିମ ମାଧ୍ୟମରେ ଯୋଗାଇ ଦିଆଯିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।