୧୦ ଜଣ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ଅଦାଲତରେ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତରଫରୁ ଅଦାଲତ ସଂଲଗ୍ନ ଚର୍ଚ୍ଚିକା ବଜ଼ାର ଠାରୁ ଚାନ୍ଦୁରା ରାସ୍ତା କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଏହି ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ସେହିପରି ଏହି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ । ଏହି ଅଞ୍ଚଳରେ ରହୁଥିବା ଲୋକମାନେ […]

containment-area-1

containment-area-1

Tapas Behera
  • Published: Monday, 21 September 2020
  • Updated: 21 September 2020, 05:54 PM IST

Sports

Latest News

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ଅଦାଲତରେ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତରଫରୁ ଅଦାଲତ ସଂଲଗ୍ନ ଚର୍ଚ୍ଚିକା ବଜ଼ାର ଠାରୁ ଚାନ୍ଦୁରା ରାସ୍ତା କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଏହି ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ସେହିପରି ଏହି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ । ଏହି ଅଞ୍ଚଳରେ ରହୁଥିବା ଲୋକମାନେ ବାହାରକୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବେଳେ ଅତ୍ୟାବଶ୍ୟକସାମଗ୍ରୀ ଓ ମେଡ଼ିସିନ ପ୍ରଭୃତି ଜଗତସିଂହପୁର ପୌର ପରିଷଦ ଦ୍ୱାରା ଗଠିତ ଟିମ ମାଧ୍ୟମରେ ଯୋଗାଇ ଦିଆଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story