Advertisment

ପୋଡ଼ାଗଡ଼ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍

କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ପଞ୍ଚାୟତକୁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପୋଡ଼ାଗଡ଼ର ୩ କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ୭ କିମି ପରିବ୍ୟାପ୍ତ ଅଞ୍ଚଳକୁ ବଫର ଜୋନ୍ ଭାବେ ଘୋଷଣା କରାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ‌ ଟ୍ରେସିଂ ହେଉଥିବା କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତକାଲି ଜିଲ୍ଲାର ଦଶମନ୍ତପୁର ବ୍ଲକ୍‌ ଅନ୍ତର୍ଗତ ପୋଡ଼ାଗଡ଼ରେ […]

ଅଦ୍ୟତନ ହୋଇଛି
ପୋଡ଼ାଗଡ଼ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍

koraput

Advertisment

କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ପଞ୍ଚାୟତକୁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପୋଡ଼ାଗଡ଼ର ୩ କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ୭ କିମି ପରିବ୍ୟାପ୍ତ ଅଞ୍ଚଳକୁ ବଫର ଜୋନ୍ ଭାବେ ଘୋଷଣା କରାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ‌ ଟ୍ରେସିଂ ହେଉଥିବା କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି।

Advertisment

ସୂଚନାଯୋଗ୍ୟ, ଗତକାଲି ଜିଲ୍ଲାର ଦଶମନ୍ତପୁର ବ୍ଲକ୍‌ ଅନ୍ତର୍ଗତ ପୋଡ଼ାଗଡ଼ରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଜଣେ ସ୍ୱାସ୍ଥ୍ୟ କର୍ମୀ। ସେ କିଛି ଦିନ ତଳେ କୋଲିକତାରୁ ଫେରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ତାଙ୍କୁ ପୋଡ଼ାଗଡ଼ଠାରେ କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିଲା। ଗତକାଲି ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe