ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଣି ରାଜଧାନୀ ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍ ବ୍ୟବସ୍ଥା। ବୋମିଖାଲ ଅଞ୍ଚଳର ଜୟଦୁର୍ଗା ନଗରର ପ୍ଳଟ୍ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ତ୍ତୃପକ୍ଷ। ଏହି ପ୍ଲଟରେ ରହୁଥିବା ଅବନୈଲ ଅଗ୍ରୱାଲ ଓ ହରିଶ ଅଗ୍ରୱାଲ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଓ ସଂକ୍ରମଣକୁ ଆଉ ବ୍ୟାପିବାକୁ ନ ଦେବାକୁ ଏଠାରେ କଣ୍ଟେନମେଣ୍ଟ ଜୋନ ବ୍ୟବସ୍ଥା ଲାଗୁ କରାଯାଇଥିବା […]

Corona

Corona

Jitendra Garnayak
  • Published: Tuesday, 21 December 2021
  • Updated: 21 December 2021, 07:21 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଣି ରାଜଧାନୀ ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍ ବ୍ୟବସ୍ଥା। ବୋମିଖାଲ ଅଞ୍ଚଳର ଜୟଦୁର୍ଗା ନଗରର ପ୍ଳଟ୍ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ତ୍ତୃପକ୍ଷ।

ଏହି ପ୍ଲଟରେ ରହୁଥିବା ଅବନୈଲ ଅଗ୍ରୱାଲ ଓ ହରିଶ ଅଗ୍ରୱାଲ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଓ ସଂକ୍ରମଣକୁ ଆଉ ବ୍ୟାପିବାକୁ ନ ଦେବାକୁ ଏଠାରେ କଣ୍ଟେନମେଣ୍ଟ ଜୋନ ବ୍ୟବସ୍ଥା ଲାଗୁ କରାଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।

କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା ହୋଇଥିବା ପ୍ଳଟ୍ ନମ୍ବର ୧୩୦୩/୧୩୦୪କୁ  କେହି ପ୍ରବେଶ କରିପାରିବେ ନାହିଁ କି ସେଠାରେ ରହୁଥିବା କୌଣସି ବ୍ୟକ୍ତି ବାହାରକୁ ଆସି ପାରିବେ ନାହିଁ। କଣ୍ଟେନମେଣ୍ଟ ଜୋନ୍ ଭିତରେ ରହୁଥିବା ଲୋକଙ୍କୁ ବିଏମ୍‌ସି ପକ୍ଷରୁ ସମସ୍ତ ଆବଶ୍ୟକ ସାମଗ୍ରୀ ଓ ଔଷଧ ଆଦି ଯୋଗାଇ ଦିଆଯିବ।

ବିଏମ୍‌ସିର ଦକ୍ଷିଣ ପୂର୍ବ ଜୋନ୍ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର କିଶୋର ରାଉତରାୟ ଯୋଗାଣ ଦାୟିତ୍ୱରେ ରହିବେ। ସେହିପରି ଡାକ୍ତର ସ୍ୱପ୍ନାରାଣୀ ମହାପାତ୍ର କଣ୍ଟେନମେଣ୍ଟ ଜୋନ୍ ଭିତରେ ରହୁଥିବା ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିବେ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ବିଏମ୍‌ସି ଅଞ୍ଚଳରେ ୬୮ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story