ଯୁବକଙ୍କୁ ଗୁଳି କରି ହତ୍ୟା

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଠଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ବାଇକ୍‌ରେ ଆସି ୩ ଜଣ ଦୁର୍ବୃତ୍ତ ଗାଁ ମଝିରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତ ଯୁବକଙ୍କ ନାଁ ଯୋଗୀ ସ୍ୱାଇଁ। ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ଠିକାଦାରୀ କାମ କରୁଥିଲେ। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

firing bam

firing bam

Rakesh Mallick
  • Published: Monday, 30 July 2018
  • Updated: 30 July 2018, 08:20 AM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଠଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ବାଇକ୍‌ରେ ଆସି ୩ ଜଣ ଦୁର୍ବୃତ୍ତ ଗାଁ ମଝିରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତ ଯୁବକଙ୍କ ନାଁ ଯୋଗୀ ସ୍ୱାଇଁ।

ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।

ସେ ଠିକାଦାରୀ କାମ କରୁଥିଲେ। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story