Advertisment

କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନା ମୁକାବିଲା ପାଇଁ ଗୃହ ବିଭାଗ ଏକ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏହି କଣ୍ଟ୍ରୋଲ୍ ରୁମ୍ ନଂ: ୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬ ରହିଛି। ଗୃହ ବିଭାଗ ଅଧୀନରେ ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ପରିଚାଳନା କରାଯିବ। ଆଜିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟ କରିବ। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ରହିବେ IG ଅପରେସନ୍ ଅମିତାଭ ଠାକୁର। ଲକ୍ ଡାଉନ୍ ଓ ବାହାରେ ଥିବା ଓଡ଼ିଆଙ୍କ କଥା ବୁଝିବ ଏହି କଣ୍ଟ୍ରୋଲ୍ ରୁମ୍।

author-image
Jyoshna Pradhan
ଅଦ୍ୟତନ ହୋଇଛି
କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

Amitabh-Thakur

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନା ମୁକାବିଲା ପାଇଁ ଗୃହ ବିଭାଗ ଏକ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏହି କଣ୍ଟ୍ରୋଲ୍ ରୁମ୍ ନଂ: ୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬ ରହିଛି।

Advertisment

ଗୃହ ବିଭାଗ ଅଧୀନରେ ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ପରିଚାଳନା କରାଯିବ। ଆଜିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟ କରିବ। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ରହିବେ IG ଅପରେସନ୍ ଅମିତାଭ ଠାକୁର। ଲକ୍ ଡାଉନ୍ ଓ ବାହାରେ ଥିବା ଓଡ଼ିଆଙ୍କ କଥା ବୁଝିବ ଏହି କଣ୍ଟ୍ରୋଲ୍ ରୁମ୍।