କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନା ମୁକାବିଲା ପାଇଁ ଗୃହ ବିଭାଗ ଏକ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏହି କଣ୍ଟ୍ରୋଲ୍ ରୁମ୍ ନଂ: ୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬ ରହିଛି।

ଗୃହ ବିଭାଗ ଅଧୀନରେ ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ପରିଚାଳନା କରାଯିବ। ଆଜିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟ କରିବ। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ରହିବେ IG ଅପରେସନ୍ ଅମିତାଭ ଠାକୁର। ଲକ୍ ଡାଉନ୍ ଓ ବାହାରେ ଥିବା ଓଡ଼ିଆଙ୍କ କଥା ବୁଝିବ ଏହି କଣ୍ଟ୍ରୋଲ୍ ରୁମ୍।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।