ପୂର୍ବ ଶତ୍ରୁତାରୁ ଆକ୍ରମଣ, ୫ ଆହତ

<p>ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ କେନ୍ଦୁବାଡିଆ ଗାଁରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ &nbsp;ଘଟିଛି। ଦୁଇ ପରିବାର ମଧ୍ୟରେ ହଣାକଟା ହୋଇ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ବାଲିଆପାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।</p>

Ordigital Desk
  • Published: Thursday, 07 June 2018
  • Updated: 07 June 2018, 06:19 PM IST

Sports

Latest News

<p>ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ କେନ୍ଦୁବାଡିଆ ଗାଁରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ &nbsp;ଘଟିଛି। ଦୁଇ ପରିବାର ମଧ୍ୟରେ ହଣାକଟା ହୋଇ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ବାଲିଆପାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos