ଟିଟିଲାଗଡ଼:(ଓଡ଼ିଶା ରିପୋର୍ଟର): ଟିଟିଲାଗଡ଼ ସହରରେ କାଲି ସକାଳ ୯ଟାରୁ ରାତି ୧୨ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲାଗାଇଲା ପ୍ରଶାସନ। ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ଆଦେଶମତେ ଏହି କର୍ଫ୍ୟୁ ଜାରି ହୋଇଛି।
ଏହି ସମୟ ଭିତରେ ସମସ୍ତଙ୍କୁ ଘରେ ରହିବାକୁ କୁହାଯାଇଛି। କର୍ଫ୍ୟୁ ନିୟମ ଉଲ୍ଲଂଘନ କରି ବାହାରକୁ ଆସିଲେ ଆଇନ୍ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ମହାରାଷ୍ଟ୍ର ପାନଭିଲରୁ ଆସନ୍ତାକାଲି ସ୍ପେଶାଲ ଟ୍ରେନରେ ଆସୁଛନ୍ତି ପ୍ରବାସୀ ଓଡ଼ିଆ। ଏହି ଟ୍ରେନ୍ରୁ ଶତାଧିକ ଶ୍ରମିକ କାଲି ଟିଟିଲାଗଡ଼ ଷ୍ଟେସନରେ ଓହ୍ଲାଇବା ସମ୍ଭାବନା ରହିଛି। ସମସ୍ତଙ୍କୁ ସୁରୁଖୁରୁରେ କ୍ୱାରେଣ୍ଟିନ କେନ୍ଦ୍ରରେ ପହଞ୍ଚାଇବା ପାଇଁ କର୍ଫ୍ୟୁ ଜାରି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।