ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) :  ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେଉଛି ସଂକ୍ରମଣ।  ଦୈନିକ ଚିହ୍ନଟ  ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି । ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ […]

Corona

Corona

Niharika Rout
  • Published: Wednesday, 01 September 2021
  • Updated: 01 September 2021, 09:58 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) :  ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେଉଛି ସଂକ୍ରମଣ।  ଦୈନିକ ଚିହ୍ନଟ  ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି ।

ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି । ଚିହ୍ନଟ ୭୧୯  ସଂକ୍ରମିତଙ୍କ ମଧ୍ୟରୁ  ୪୨୨ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ  ହୋଇଥିବା ବେଳେ ୨୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ୭୧୯ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୮୯ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫୩ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

୫୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର ଓ କେନ୍ଦୁଝରରୁ ୬ ଲେଖାଏଁ ଆଖି ବୁଜିଛନ୍ତି। ଏହାବାଦ କଟକ ଓ ପୁରୀରୁ ୫ ଲେଖାଏଁ, ଯାଜପୁରରୁ ୪, କେନ୍ଦ୍ରାପଡ଼ାରୁ ୨ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଥିବା ବେଳେ ମୟୂରଭଂଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ ଆଖି ବୁଜିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story