ମାଲକାନଗିରି(ଓଡ଼ିଶା ରିପୋର୍ଟର):ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ ମାଓବାଦୀଙ୍କ ବିରୋଧରେ ସଚେତନ ନାଗରିକ ମଂଚ ତରଫରୁ ପୋଷ୍ଟେର ମାଧ୍ୟମରେ ସତର୍କ ସୂଚନା ଦିଆଯାଇଛି। ଭାଇରସ ଯୋଗୁଁ ସାରା ବିଶ୍ୱରେ ସଂକ୍ରମଣ ଆଶଙ୍କା ଥିବା ବେଳେ ଏଥିରେ ମାଓବାଦୀ ମାନେ ବି ସଂକ୍ରମିତ ହୋଇଥାଇପାରନ୍ତି ବୋଲି ସଚେତନ ନାଗରିକ ମଞ୍ଚ ଆଶଙ୍କା କରିଛି।
ଏଣୁ ଏହାକୁ ସତର୍କ ସୂଚନା ଭାବେ ଗ୍ରହଣ କରି ଅଞ୍ଚଳବାସୀ ମାଓବାଦୀଙ୍କ ସଂସ୍ପର୍ଶରେ ନ ଆସିବାକୁ ସଚେତନ ନାଗରିକ ମଞ୍ଚ ପୋଷ୍ଟର ମାଧ୍ୟମରେ ସଚେତନ କରାଇଛି।
ଲକ୍ଡାଉନ ପିରିୟଡ଼ରେ ମାଓବାଦୀଙ୍କ ସଭା ସମିତି ଠାରୁ ଦୁରେଇ ରହିବା ଓ ସେମାନଙ୍କୁ ଆବ୍ୟଶକ ଜିନିଷ ପତ୍ର ନ ଯୋଗାଇବା ଲାଗି ପୋଷ୍ଟରରେ ଉଲ୍ଲେଖ ରହିଛି । ଏହାସହ ଯଦି ସଂକ୍ରମଣ ଆଶଙ୍କା ଥାଏ ତେବେ ମାଓବାଦୀ ମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରନ୍ତୁ ବୋଲି ଆହ୍ୱାନ କରିଛି ସଚେତନ ନାଗରିକ ମଞ୍ଚ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।