ଅଦ୍ୟତନ ହୋଇଛି
corona-121-1
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ରେ ପହଞ୍ଚି ଯାଇଛି।
Advertisment
ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଦୁଇଜଣ (୪୦ ବର୍ଷୀୟା ମହିଳା ଓ ୬୬ ବର୍ଷୀୟ ପୁରୁଷ), କଟକରୁ ଦୁଇଜଣ (୫୪ ବର୍ଷୀୟ ମହିଳା ଓ ୬୭ ବର୍ଷୀୟ ମହିଳା), ଅନଗୁଳ, ଗଞ୍ଜାମ, ଝାରସୁଗୁଡ଼ା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନାରେ ପ୍ରାଣ ହରାଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/09/corona-121-1-1.jpg)