ରାଜ୍ୟରେ କରୋନା ନେଲା ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦  ଜୀବନ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୭୨ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ୪ ଆକ୍ରାନ୍ତ ଥିବା ବେଳେ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ ଆଖି ବୁଜିଛନ୍ତି। ଏହାବ୍ୟତୀତ ବରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। […]

corrona-2

Niharika Rout
  • Published: Wednesday, 19 August 2020
  • , Updated: 19 August 2020, 11:45 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦  ଜୀବନ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୭୨ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ୪ ଆକ୍ରାନ୍ତ ଥିବା ବେଳେ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ ଆଖି ବୁଜିଛନ୍ତି। ଏହାବ୍ୟତୀତ ବରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story