ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୭ ମୃତକଙ୍କ ମଧ୍ୟରେ କେବଳ ସମ୍ବଲପୁର ଜିଲ୍ଲାରୁ ୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବରଗଡ଼ ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। Regret to inform […]

corona-34

Niharika Rout
  • Published: Thursday, 27 August 2020
  • , Updated: 27 August 2020, 11:32 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୭ ମୃତକଙ୍କ ମଧ୍ୟରେ କେବଳ ସମ୍ବଲପୁର ଜିଲ୍ଲାରୁ ୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବରଗଡ଼ ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story