ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୫୮୦

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ କରୋନାରେ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ କେବଳ ୨ ଜଣ ଅଛନ୍ତି। ଏହାବ୍ୟତୀତ ବଲାଙ୍ଗିରରୁ  ଜଣେ, […]

corona-121-1

Niharika Rout
  • Published: Wednesday, 09 September 2020
  • , Updated: 09 September 2020, 11:30 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ କରୋନାରେ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ କେବଳ ୨ ଜଣ ଅଛନ୍ତି। ଏହାବ୍ୟତୀତ ବଲାଙ୍ଗିରରୁ  ଜଣେ, କନ୍ଧମାଳରୁ ଜଣେ, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

Related story