ରାଜ୍ୟରେ ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୧୦୦୬ରେ ପହଞ୍ଚି ଯାଇଛି। ଭୁବନେଶ୍ୱରରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ  ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

COrona-5-2

Niharika Rout
  • Published: Saturday, 10 October 2020
  • , Updated: 10 October 2020, 11:28 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୧୦୦୬ରେ ପହଞ୍ଚି ଯାଇଛି।

ଭୁବନେଶ୍ୱରରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ  ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Related story