ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମିତଙ୍କ ହାର କମୁଥିବା ବେଳେ କରୋନା ମୃତ୍ୟୁ କିନ୍ତୁ କମିବା ନାଁ ଧରୁନି। ଯାହାକି ଏବେ ଚିନ୍ତାଜନକ ବିଷୟ ପାଲଟିଛି। ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚି ଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।