Advertisment

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୩ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚି ଯାଇଛି। ଖୋର୍ଦ୍ଧା,ନୂଆପଡା,ଅନୁଗୁଳ,କଟକ ଓ ନୂଆପଡାରୁ ଦୁଇ ଜଣ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି ଜଗତସିଂହପୁର,କେନ୍ଦୁଝର ଓସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। Regret to inform the demise of thirteen #COVID19 positive […]

ଅଦ୍ୟତନ ହୋଇଛି
ରାଜ୍ୟରେ ୩୦୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona-3.2

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୩ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚି ଯାଇଛି।

Advertisment

ଖୋର୍ଦ୍ଧା,ନୂଆପଡା,ଅନୁଗୁଳ,କଟକ ଓ ନୂଆପଡାରୁ ଦୁଇ ଜଣ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି ଜଗତସିଂହପୁର,କେନ୍ଦୁଝର ଓସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

Advertisment

Corona
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe