ଅଦ୍ୟତନ ହୋଇଛି
coorna-5
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ରେ ପହଞ୍ଚି ଯାଇଛି।
Advertisment
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ ଅଛନ୍ତି। ଜଗତସିଂହପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, ଭଦ୍ରକ, ବରଗଡ଼, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/coorna-5.jpg)