ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫  ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାର ଜଣେ ଲେଖା ମହିଳାଙ୍କ ମୃତ୍ୟୁ ହୋଇଛି। Regret to inform of the demise of ten Covid positive patients while under treatment in […]

corona15

Niharika Rout
  • Published: Thursday, 06 August 2020
  • , Updated: 06 August 2020, 11:26 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫  ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାର ଜଣେ ଲେଖା ମହିଳାଙ୍କ ମୃତ୍ୟୁ ହୋଇଛି।

ରାଜ୍ୟରେ ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୩, ଭଦ୍ରକରେ ଜଣେ, କନ୍ଧମାଳ ଜିଲ୍ଲାରେ ଜଣେ, କେନ୍ଦୁଝରରେ ଜଣେ, ନବଗଙ୍ଗପୁର, ନୟାଗଡ଼ ଜିଲ୍ଲାରେ ଜଣେ ଲେଖା ଓ ସୁନ୍ଦରଗଡ଼ରେ ୨ ଜଣଙ୍କ ମୃତ୍ୟୁ ହୋଇଛି।

Related story