ରାଜ୍ୟରେ କରୋନା ନେଲା ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୪୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକ ୧୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଭଦ୍ରକ, ବଲାଙ୍ଗିର, କଟକ, କନ୍ଧମାଳ, ସୋନପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି […]

corona-8-1

corona-8-1

Niharika Rout
  • Published: Sunday, 16 August 2020
  • Updated: 17 August 2020, 09:35 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୪୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକ ୧୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଭଦ୍ରକ, ବଲାଙ୍ଗିର, କଟକ, କନ୍ଧମାଳ, ସୋନପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୨ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story