ରାଜ୍ୟରେ କରୋନା ନେଲା ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୪୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକ ୧୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଭଦ୍ରକ, ବଲାଙ୍ଗିର, କଟକ, କନ୍ଧମାଳ, ସୋନପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି […]

corona-8-1

Niharika Rout
  • Published: Sunday, 16 August 2020
  • , Updated: 17 August 2020, 09:35 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୪୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକ ୧୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଭଦ୍ରକ, ବଲାଙ୍ଗିର, କଟକ, କନ୍ଧମାଳ, ସୋନପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୨ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି।

Related story