ରାଜ୍ୟରେ ୨୦୦ ଡେଇଁଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ଜଣେ ମହିଳାଙ୍କ ସମେତ ୩, ଗଜପତିରେ ୨, ରାୟଗଡ଼ାରେ ୩, ଖୋର୍ଦ୍ଧା ଜିଲ୍ଲାରେ ୧, କଳାହାଣ୍ଡି ଜିଲ୍ଲାର ଜଣେ ଥିବା ସୂଚନା ମିଳିଛି। Regret to inform of […]

corona-6

corona-6

Niharika Rout
  • Published: Monday, 03 August 2020
  • Updated: 03 August 2020, 01:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ଜଣେ ମହିଳାଙ୍କ ସମେତ ୩, ଗଜପତିରେ ୨, ରାୟଗଡ଼ାରେ ୩, ଖୋର୍ଦ୍ଧା ଜିଲ୍ଲାରେ ୧, କଳାହାଣ୍ଡି ଜିଲ୍ଲାର ଜଣେ ଥିବା ସୂଚନା ମିଳିଛି।

ଫଳରେ ଗଞ୍ଜାମ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୬ରେ ପହଞ୍ଚିଥିବା ବେଳେ ଗଜପତି ଜିଲ୍ଲାରେ ୧୩, ଖୋର୍ଦ୍ଧାରେ ୨୯, ରାୟଗଡ଼ାରେ ୧୦, କଳାହାଣ୍ଡିରେ ୨ ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story