କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ୪, ସ୍ପଷ୍ଟୀକରଣ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୯୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଆଜି ସକାଳେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ତା’ସହିତ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଥିବା କୁହାଯାଇଥିଲା। ତେବେ ଏହି ସୂଚନା ଦେବାର କେଇ ଘଣ୍ଟା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ଏନେଇ ସ୍ପଷ୍ଟୀକରଣ ଦିଆଯାଇଛି। ଏଥିରେ କୁହାଯାଇଛି ଯେ ରାଜ୍ୟରେ କରୋନା ମୃତ୍ୟୁ […]

corona

corona

Jitendra Garnayak
  • Published: Sunday, 17 May 2020
  • Updated: 17 May 2020, 02:41 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୯୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଆଜି ସକାଳେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ତା’ସହିତ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଥିବା କୁହାଯାଇଥିଲା। ତେବେ ଏହି ସୂଚନା ଦେବାର କେଇ ଘଣ୍ଟା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ଏନେଇ ସ୍ପଷ୍ଟୀକରଣ ଦିଆଯାଇଛି। ଏଥିରେ କୁହାଯାଇଛି ଯେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪।

ବିଭାଗ ପକ୍ଷରୁ କୁହାଯାଇଛି, ଗଞ୍ଜାମରେ ଗତକାଲି ପ୍ରାଣ ହରାଇଥିବା ଦ୍ୱିତୀୟ ବ୍ୟକ୍ତିଙ୍କୁ କରୋନା ହୋଇଥିଲା ବୋଲି ସନ୍ଦେହ କରାଯାଇଥିଲା। ତେବେ ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି। ତେଣୁ ଓଡ଼ିଶାର କରୋନା ମୃତ୍ୟୁ ସଂଖ୍ୟା ହେଉଛି ୪।

ସ୍ୱାସ୍ଥ୍ୟ ବିଭାଗର ୱେବ୍‌ସାଇଟ୍‌ରେ ଦିଆଯାଇଥିବା ତଥ୍ୟ ଅନୁସାରେ, ରାଜ୍ୟରେ ୮୨୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୯୬ ଜଣ ସୁସ୍ଥ ହୋଇସାରିଛନ୍ତି। ୬୨୮ ଜଣ ଚିକିତ୍ସାଧୀନ ଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାର ଓ ଅନ୍ୟ ୨ ଜଣ ଖୋର୍ଦ୍ଧା ଜିଲ୍ଲାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story