କରୋନା ବିପଦ ଟଳିନି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଭାବେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ପିନ୍ଧିବା ସହ ସଚେତନ ରହିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଆଜି କୋଭିଡ୍ ସଂକ୍ରମଣ ମାମଲା ୭୦୦ ଅତିକ୍ରମ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟ୍ୱିଟ୍ ମାଧ୍ୟମରେ ଲୋକଙ୍କୁ କରୋନା ମହାମାରୀ ପ୍ରତି ସଚେତନ ରହିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, କୋଭିଡ୍ […]

Naveen Patnaik

Naveen Patnaik

Ordigital Desk
  • Published: Wednesday, 13 July 2022
  • Updated: 13 July 2022, 06:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଭାବେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ପିନ୍ଧିବା ସହ ସଚେତନ ରହିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ।

ରାଜ୍ୟରେ ଆଜି କୋଭିଡ୍ ସଂକ୍ରମଣ ମାମଲା ୭୦୦ ଅତିକ୍ରମ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟ୍ୱିଟ୍ ମାଧ୍ୟମରେ ଲୋକଙ୍କୁ କରୋନା ମହାମାରୀ ପ୍ରତି ସଚେତନ ରହିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, କୋଭିଡ୍ ମହାମାରୀର ବିପଦ ଏପର୍ଯ୍ୟନ୍ତ ଟଳି ନାହିଁ । ଏହାର ସଂକ୍ରମଣରୁ ନିଜକୁ ଓ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ସଚେତନ ହୁଅନ୍ତୁ ଓ ସୁରକ୍ଷିତ ରୁହନ୍ତୁ ବୋଲି କହିଛନ୍ତି ।

ସେହିପରି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି ଯେ, ରଥଯାତ୍ରା ଶେଷ ହୋଇଛି । ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ଅଧିକ ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି । ତେବେ ଅତୀତରେ ଯେଭଳି ଦ୍ରୁତ ଗତିରେ ସଂକ୍ରମଣ ବଢ଼ୁଥିଲା , ଏଥର ସେଭଳି ହେବ ନାହିଁ । ତେବେ ଅଗଷ୍ଟ ମଧ୍ୟଭାଗ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ଓ ତା’ପରେ କରୋନା ମହାମାରୀ ସ୍ଥିତିରେ ସୁଧାର ଆସିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଚଳିତ ଜୁଲାଇ ମାସ ଆରମ୍ଭରୁ ହିଁ ରାଜ୍ୟରେ ନିୟମିତ ଭାବେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି ଓ ଆଜି ୭୦୦ ଅତିକ୍ରମ କରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story