କରୋନା ମୁକାବିଲା ପାଇଁ ୨୨ IASଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ୨୨ IASଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ଭୁବନେଶ୍ୱର ପାଇଁ ଅନୁ ଗର୍ଗ ଓ ଏନ ତିରୁମାଲା ନାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ବାଲେଶ୍ୱର ଓ ଭଦ୍ରକ ଦାୟିତ୍ୱରେ ମଧୁସୂଦନ ପାଢ଼ୀ ଓ ରତ୍ନାକର ରାଉତଙ୍କୁ ଦାୟିତ୍ୱ ଦିଆଯାଛି। କଟକ ସହର ଓ ଗ୍ରାମାଞ୍ଚଳ ପାଇଁ ସୌରଭ ଗର୍ଗ ଓ ସୁଶାନ୍ତ ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଗଞ୍ଜାମ ଓ ଗଜପତି ଜିଲ୍ଲା ଦାୟିତ୍ୱରେ ଜି ମାଥିଭତନାନ ଓ […]

corona

corona

Tapas Behera
  • Published: Sunday, 26 April 2020
  • Updated: 26 April 2020, 10:16 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ୨୨ IASଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ଭୁବନେଶ୍ୱର ପାଇଁ ଅନୁ ଗର୍ଗ ଓ ଏନ ତିରୁମାଲା ନାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ବାଲେଶ୍ୱର ଓ ଭଦ୍ରକ ଦାୟିତ୍ୱରେ ମଧୁସୂଦନ ପାଢ଼ୀ ଓ ରତ୍ନାକର ରାଉତଙ୍କୁ ଦାୟିତ୍ୱ ଦିଆଯାଛି। କଟକ ସହର ଓ ଗ୍ରାମାଞ୍ଚଳ ପାଇଁ ସୌରଭ ଗର୍ଗ ଓ ସୁଶାନ୍ତ ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଗଞ୍ଜାମ ଓ ଗଜପତି ଜିଲ୍ଲା ଦାୟିତ୍ୱରେ ଜି ମାଥିଭତନାନ ଓ କ୍ରିଷନ କୁମାର ଅଛନ୍ତି। ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଦାୟିତ୍ୱରେ ହେମନ୍ତ ଶର୍ମା ଓ ସୁରେଶ ଦଳାଇ ରହିବେ। ଅନୁଗୁଳ, ଦେବଗଡ଼, ଢ଼େଙ୍କାନାଳ ଦାୟିତ୍ୱରେ ବିଷ୍ଣୁପଦ ସେଠୀ, ଗୋପବନ୍ଧୁ ଶତପଥୀ ରହିବେ। ବଲାଙ୍ଗିର, ବରଗଡ଼, ନୂଆପଡ଼ା ଦାୟିତ୍ୱରେ ସୁଶୀଲ ଲୋହାନୀ, ବେଣୁଧର ବେହେରା ରହିବେ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ପାଇଁ ଶାଶ୍ୱତ ମିଶ୍ର ଓ ବିଷ୍ଣୁ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ପାଇଁ ୨ IAS ତଥା ଭିଭି ଯାଦବ ଓ ରଶିଦ ଖାନଙ୍କୁ ଦାୟିତ୍ୱ ଦିଆଯାଇଛି।ନୟାଗଡ଼, ପୁରୀ, କଟକ ଓ ଖୋର୍ଦ୍ଧା ଗ୍ରାମାଞ୍ଚଳ ଦାୟିତ୍ୱରେ ଅନୀଲ ସାମଲ ରହିବେ। ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପାଇଁ ନିରଞ୍ଜନ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story