ପିପିଲି(ଓଡ଼ିଶା ରିପୋର୍ଟର): ପିପିଲି ଦାନଗୋହିରିସ୍ଥିତ କରୋନାରେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତାଙ୍କର ରକ୍ତ ନମୁନା ପଜିଟିଭ୍ ବାହାରିବା ପରେ ସେ ଗତ କିଛି ଦିନ ଧରି ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ସେ ଚିକିତ୍ସା କରିଥିବା ଡାକ୍ତରମାନଙ୍କୁ ପ୍ରଶଂସା କରିଛନ୍ତି। ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ପ୍ରଥମେ ଭାଙ୍ଗି ପଡିଥିଲେ। ହେଲେ ଡାକ୍ତରମାନେ ଭାଙ୍ଗି ନପଡିବାକୁ ଉତ୍ସାହିତ କରିଥିଲେ ବୋଲି ଗଣମାଧ୍ୟମ ଆଗରେ ବଖାଣିଛନ୍ତି ପିପିଲି ଆକ୍ରାନ୍ତ । ସେ କହିଛନ୍ତି ଯେ, ତା’ର ଆଶୀର୍ବାଦରୁ ମୁଁ ସୁସ୍ଥ ହୋଇ ଫେରିଛି। ହସପିଟାଲରେ ଥିଲା ବେଳେ ଡାକ୍ତରମାନେ ଆମକୁ ବହୁତ ସାହାସ ଦେଇଥିଲେ। ତଷରଉ ମୁଁ ଡାକ୍ତରଙ୍କୁ ଧନ୍ୟବାଦ ଜଣାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।