ଏସ୍‌ସିବିରେ ଇକ୍‌ମୋ ଚିକିତ୍ସାଧୀନ ଆଉ ଜଣଙ୍କ ମୃତ୍ୟୁ

କଟକ (ଓଡ଼ିଶା ରିପୋର୍ଟର): କଟକ ଏସସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଫଳରେ ଏହି ୟୁନିଟରେ ଭର୍ତ୍ତି ହୋଇଥିବା ସମସ୍ତ ୪ ରୋଗୀ ଆଖି ବୁଜିଛନ୍ତି। ଗତକାଲି ଚତୁର୍ଥ ତଥା ଶେଷ ରୋଗୀ ଭାବେ ଚିକିତ୍ସାଧୀନ ଥିବା ସମ୍ପୃକ୍ତ ମହିଳାଙ୍କ ମୃତ୍ୟୁ ପରେ ଏବେ ଇକମୋ ୟୁନିଟ ଖାଲି ହୋଇଯାଇଛି। ମୃତ ମହିଳା ଜଣଙ୍କ କଟକ ନିଶ୍ଚିନ୍ତକୋଇଲି ଅଞ୍ଚଳର। ସେ ଗତ ଅଗଷ୍ଟ ମାସ ୨୯ ତାରିଖରେ ପ୍ରଥମ ରୋଗୀ […]

ecmo unit

ecmo unit

Niharika Rout
  • Published: Thursday, 23 September 2021
  • Updated: 23 September 2021, 11:00 AM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ଏସସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଫଳରେ ଏହି ୟୁନିଟରେ ଭର୍ତ୍ତି ହୋଇଥିବା ସମସ୍ତ ୪ ରୋଗୀ ଆଖି ବୁଜିଛନ୍ତି। ଗତକାଲି ଚତୁର୍ଥ ତଥା ଶେଷ ରୋଗୀ ଭାବେ ଚିକିତ୍ସାଧୀନ ଥିବା ସମ୍ପୃକ୍ତ ମହିଳାଙ୍କ ମୃତ୍ୟୁ ପରେ ଏବେ ଇକମୋ ୟୁନିଟ ଖାଲି ହୋଇଯାଇଛି।

ମୃତ ମହିଳା ଜଣଙ୍କ କଟକ ନିଶ୍ଚିନ୍ତକୋଇଲି ଅଞ୍ଚଳର। ସେ ଗତ ଅଗଷ୍ଟ ମାସ ୨୯ ତାରିଖରେ ପ୍ରଥମ ରୋଗୀ ଭାବେ କଟକ ବଡ଼ ଡାକ୍ତରଖାନାରେ ଖୋଲିଥିବା ଇକମୋ ୟୁନିଟରେ ଭର୍ତ୍ତି ହୋଇଥିଲେ। ତାଙ୍କ ପରେ ପରେ ବଲାଙ୍ଗିର ଜଣେ ମହିଳା, କେନ୍ଦ୍ରାପଡ଼ାର ଜଣେ ବ୍ୟକ୍ତି ଓ ଭୁବନେଶ୍ୱରର ଜଣେ ବ୍ୟକ୍ତି ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ଏହି ତିନି ଜଣଙ୍କର ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଶେଷ ରୋଗୀ ଭାବେ ନିଶ୍ଚିନ୍ତକ୍‌ଇଲି ଅଞ୍ଚଳର ଏହି ମହିଳାଙ୍କର ମଧ୍ୟ ମୃତ୍ୟୁ ହୋଇଯାଇଛି।

କେନ୍ଦ୍ରାପଡ଼ାର ଯେଉଁ ବ୍ୟକ୍ତି ଜଣଙ୍କ ଭର୍ତ୍ତି ହୋଇଥିଲେ ତାଙ୍କର ପ୍ରଥମେ ମୃତ୍ୟୁ ଘଟିଥିଲା। ତା’ପରେ ବଲାଙ୍ଗିରର ମହିଳା ଜଣଙ୍କ ପ୍ରାଣ ହରାଇଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story