Advertisment

ପିକ୍‌ ମୁଡ୍‌ରେ ଭାଇରସ୍‌, ଆଜି ୬ ହଜାର ପାର୍‌ କଲା ପଜିଟିଭ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ଗତକାଲି ୪, ୮୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ତାହା ଲମ୍ବ ଡିଆଁ ମାରି ୬ ହଜାର ପାର୍‌ କରିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ଆଜି ସର୍ବାଧିକ ୧୧୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ  ୧୩୬, ବାଲେଶ୍ୱରରୁ ୭୮, ବରଗଡ଼ରୁ ୨୩୬, ଭଦ୍ରକରୁ ୭୧, […]

ଅଦ୍ୟତନ ହୋଇଛି
କାର୍ଗିଲ ଯୁଦ୍ଧ ତୁଳନାରେ କରୋନାରେ ଅଧିକ ଲୋକ ମରୁଛନ୍ତି: ପୂର୍ବତନ ଆର୍ମି ମୁଖ୍ୟ

Corona

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ଗତକାଲି ୪, ୮୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ତାହା ଲମ୍ବ ଡିଆଁ ମାରି ୬ ହଜାର ପାର୍‌ କରିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆଗରେ ରହିଛି ଖୋର୍ଦ୍ଧାଜିଲ୍ଲା। ଏହି ଜିଲ୍ଲାରୁ ଆଜି ସର୍ବାଧିକ ୧୧୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ଅନୁଗୁଳରୁ  ୧୩୬, ବାଲେଶ୍ୱରରୁ ୭୮, ବରଗଡ଼ରୁ ୨୩୬, ଭଦ୍ରକରୁ ୭୧, ବଲାଙ୍ଗିରରୁ ୨୨୬, ବୌଦ୍ଧରୁ ୩୮, କଟକରୁ ୩୬୦, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୧୭, ଗଜପତିରୁ ୫୫, ଗଞ୍ଜାମରୁ ୧୩୫, ଜଗତସିଂହପୁରରୁ ୬୩, ଯାଜପୁରରୁ ୧୫୪ ଚିହ୍ନଟ ହୋଇଛନ୍ତି ।

ଝାରସୁଗୁଡ଼ାରୁ ୩୫୫,  କଳାହାଣ୍ଡିରୁ ୪୫୨, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୪୮, କେନ୍ଦୁଝରରୁ ୨୦୫,  କୋରାପୁଟରୁ ୪୫, ମାଲକାନଗିରିରୁ ୧୬, ମୟୂରଭଞ୍ଜରୁ ୧୩୬ ପଜିଟିଭ ବାହାରିଛନ୍ତି।

Advertisment

ନବରଙ୍ଗପୁରରୁ ୨୦୭, ନୟାଗଡ଼ରୁ ୯୯, ନୂଆପଡ଼ାରୁ ୪୫୯, ପୁରୀରୁ ୨୮୬, ରାୟଗଡ଼ାରୁ ୧୦୫, ସମ୍ବଲପୁରରୁ ୨୨୯, ସୋନପୁରରୁ ୯୯, ସୁନ୍ଦରଗଡ଼ରୁ ୪୨୭,  ଷ୍ଟେଟପୁଲରୁ ୨୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ୬୧୬୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୫୭୫ ବାହାରିଥିବା ବେଳେ ଲୋକାଲ କେସ୍‌ ହେଉଛି ୨୫୮୯।ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୩୮୮୪୭୯ରେ ପହଞ୍ଚିଥିବା ବେଳେ ୩,୫୧୩୮୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ୩,୫୦୭୫ରେ ପହଞ୍ଚିଛି।

Corona Cases In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe